ଅନୁଭବଙ୍କ ଘର ଛାଡ଼ିବେ ବର୍ଷା !

କଟକ ଅଫିସ,୨ା୬: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିବାଦ ତୁଟିବାର ନାଁ ଧରୁନି। ବର୍ଷା ଅନୁଭବଙ୍କ ପୈତୃକ ଘର  ଛାଡ଼ିବାକୁ ଅନୁଭବ କୋର୍ଟରେ ଆବେଦନ କରିଥିଲେ। ତାଙ୍କ ବାପା, ମାଆ ଅସୁସ୍ଥ ଥିବାରୁ ବର୍ଷା ଘର ଛାଡ଼ିବାକୁ ଆବେଦନ କରିଥିଲେ ଅନୁଭବ। ଅନୁଭବଙ୍କ ପିଟିଶନକୁ ଗ୍ରହଣ କରିଛନ୍ତି ଏସ୍‌ଡିଜେଏମ୍‌ କୋର୍ଟ। ପ୍ରତି ମାସରେ ୩୦ ହଜାର ଟଙ୍କା ଦେବାକୁ ଅନୁଭବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ପ୍ରତି ମାସର ୧୦ ତାରିଖ କିମ୍ବା ତା’ ପୂର୍ବରୁ ଏହି ଟଙ୍କା ଅନୁଭବ ବର୍ଷାଙ୍କୁ ଦେବେ ବୋଲି କୋର୍ଟ କହିଛନ୍ତି।  ପ୍ରଥମ କିସ୍ତି ଦେବାର ଦୁଇ ମାସ ପରେ ଘର ଛାଡ଼ିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ପୂର୍ବରୁ ବର୍ଷା-ଅନୁଭବଙ୍କୁ ସୋସିଆଲ ମିଡିଆରେ କେହି କାହାକୁ ଆକ୍ଷେପ ପ୍ରତି ଆକ୍ଷେପ କରିବାକୁ ମନା କରିଥିଲେ ହାଇକୋର୍ଟ । ଜୁଲାଇ ୪ ପର୍ଯ୍ୟନ୍ତ କୌଣସି ଭିଡିଓ ଉଭୟ ପୋଷ୍ଟ କରିପାରିବେନି ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏନେଇ ଉଭୟ ପକ୍ଷକୁ ନୋଟିସ ଜାରି କରିଥିଲେ ହାଇକୋର୍ଟ। ଜୁଲାଇ ୪ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍‌): ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦…

ରୋହିତ ଶର୍ମାଙ୍କ ଉପରେ ଝୁଲୁଛି ଖଣ୍ଡା: ସବୁ ନିଷ୍ପତି ନେବ BCCI

ମୁମ୍ବାଇ,୩।୯: BCCI ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଠାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଆୟରଲାଣ୍ଡ ଏବଂ…

ଶିକ୍ଷା ବିଭାଗରେ ହଇଚଇ! ୧୨ ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ, ଭିଡିଓ ଭାଇରାଲ୍‌ ପରେ…

ପାଟନା,୩।୯: ବିହାରର ବକ୍ସର ଜିଲାରୁ ସାମ୍ନାକୁ ଆସିଛି ଏକ ସାଂଘାତିକ ଘଟଣା। ଡୁମରାଓ ପ୍ରଖଣ୍ଡର ଦୁଇଜଣ ଶିକ୍ଷକ ପ୍ରାୟ ୧୨ ଜଣ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ସହ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ୨ ମାସର ଚାଉଳ, ବାକି ୩ ମାସକୁ ନେଇ…

ଅମରପାଲି,୩ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବହଳପଦର ପଞ୍ଚାୟତରେ ନୂତନ ରାଶନ କାର୍ଡ ପାଇବା ସତ୍ତ୍ୱେ ହିତାଧିକାରୀମାନେ ୫ ମାସ ଧରି ଚାଉଳ ପାଉ ନ…

ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…

ପାଟନା,୩।୯: ବିହାରର ଔରଙ୍ଗାବାଦ ଜିଲା କୁଟୁମ୍ବା ଥାନା ଅଞ୍ଚଳରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ କରି…

କରିଲୋପାଟଣା କଲେଜ ଅଧ୍ୟକ୍ଷ ଦାୟିତ୍ୱ ହସ୍ତାନ୍ତର ବିବାଦ: ରେକର୍ଡ ଯାଞ୍ଚ

ମାର୍ଶାଘାଇ,୩ା୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ କରିଲୋପାଟଣା ମହାବିଦ୍ୟାଳୟରେ ଅଧ୍ୟକ୍ଷଙ୍କୁ ଦାୟିତ୍ୱ ହସ୍ତାନ୍ତର ନେଇ ବିବାଦ ଘଟଣାରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା କେନ୍ଦ୍ରାପଡ଼ା ଉପ…

ଚାକିରି ଛାଡ଼ିଲେ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ: ଏବେ କରୁଛନ୍ତି…

ନୂଆଦିଲ୍ଲୀ,୩।୯: ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ ବର୍ଦ୍ଧମାନଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଅଭିନନ୍ଦନ ବାୟୁସେନାରୁ ତାଙ୍କ ସେବା ଛାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri