Posted inଜାତୀୟ

ଭାରତ-ପାକିସ୍ତାନ ସଂଘର୍ଷର ଅନ୍ତ ପରମାଣୁ ଯୁଦ୍ଧ? ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୧।୬: ଅପରେଶନ ସିନ୍ଦୂରରେ ପାକିସ୍ତାନକୁ ପରାସ୍ତ କରିବା ପରେ, ଭାରତ କୂଟନୈତିକ ମୋର୍ଚ୍ଚାରେ ପାକିସ୍ତାନକୁ ନିରନ୍ତର ଭାବରେ ପର୍ଦ୍ଦାଫାସ କରୁଛି। ଭାରତର ସାତଟି ପ୍ରତିନିଧି ଦଳ ବିଶ୍ୱର ବିଭିନ୍ନ ଦେଶରେ ପାକିସ୍ତାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଥିବା ସମ୍ପର୍କର ପର୍ଦ୍ଦାଫାସ କରୁଛନ୍ତି। ଏହି ସମୟରେ, ସିଙ୍ଗାପୁରରେ ଆରମ୍ଭ ହୋଇଥିବା ଶାଙ୍ଗ୍ରି-ଲା ଡାଏଲଗ ୨୦୨୫ ରେ ଅଂଶଗ୍ରହଣ କରି ପୁଣି ପାକିସ୍ତାନକୁ ନେଇ ବଡ ଖୁଲାସା କରିଛନ୍ତି ପ୍ରତିରକ୍ଷା ମୁଖ୍ୟ (ସିଡିଏସ) ଅନିଲ ଚୌହାନ । ଏଥିସହିତ ଭାରତ-ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧକୁ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି।

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପରମାଣୁ ଯୁଦ୍ଧକୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସାମରିକ ସଂଘର୍ଷର ଅନ୍ତକୁ ଯୋଡିଥିବା ବେଳେ, ଏହାକୁ ନେଇ ବି ସ୍ପଷ୍ଟିକରଣ ଦେଇଛନ୍ତି ସିଡିଏସ । କହିଛନ୍ତି, ‘ଅପରେଶନ ସିନ୍ଦୂର’ ସମୟରେ, ଭାରତୀୟ ସେନା ସମ୍ପୂର୍ଣ୍ଣ ଯୁକ୍ତିଯୁକ୍ତ ଥିଲା, ତେଣୁ ପରମାଣୁ ଯୁଦ୍ଧର ପ୍ରଶ୍ନ ଉଠୁନାହିଁ। କାରଣ ଏକ ଅଘୋଷିତ ଯୁଦ୍ଧରେ ପରମାଣୁ ଯୁଦ୍ଧର କୌଣସି ଯୁକ୍ତି ନାହିଁ। ଅପରେଶନ ସିନ୍ଦୂର ଏକ ନନ କଣ୍ଟାଣ୍ଟ ମଲ୍ଟି ଡୋମେନ ମିଶନ ଥିଲା। ଯେଉଁଥିରେ ସାଇବର ଆକ୍ରମଣ ଓ ନାରେଟିଭ ବିରୋଧରେ ଅଭିଯାନ, ଗୁଇନ୍ଦା କ୍ଷମତାର ପ୍ରଦର୍ଶନ ଭଳି ଦିଗ ସାମିଲ ଥିଲା। ଅପରେଶନ ସିନ୍ଦୂର ବେଳେ ଆମର ୧୫% ସମୟ କେବଳ ଫେକ ନ୍ୟୁଜ ମୁକାବିଲା କରିବାରେ ଲାଗିଥିଲା ବୋଲି ଅନିଲ ଚୌହାନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ଇରାନ ଯୁଦ୍ଧକୁ ନେଇ ପେଜେଶକିଆନଙ୍କ ବଡ଼ ବିବୃତ୍ତି: ‘ଆମେ ଏହାକୁ ଆରମ୍ଭ କରିନାହୁଁ; ୪୮ ଘଣ୍ଟା ମଧ୍ୟରେ…’

ତେହରାନ,୮।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଦୀର୍ଘକାଳୀନ ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ…

‘ମୁଁ ବାବା ବାଗେଶ୍ୱର ନୁହେଁ…’: କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (IIT) ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି…

ମୋଦିଙ୍କୁ ଭେଟି ଏତେବଡ଼ କଥା କହିଦେଲେ ରାଘବ ଚଢା, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୮।୮: ରାଜ୍ୟ ସଭା ଏମପି ରାଘବ ଚଢା ଶନିବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ବୈଠକ ପରେ, ଚଢା ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ…

‘ହେଲୋ ଅଙ୍କଲ ଅମରିନ୍ଦର…’: ରାହୁଲଙ୍କ ବୟାନ ପଞ୍ଜାବ ରାଜନୀତିକୁ କରିଛି ଉଷ୍ମ; ଜବାବ ଦେଲେ କ୍ୟାପଟେନ

ଚଣ୍ଡିଗଡ଼,୮।୮: ଦିଲ୍ଲୀରେ ଆୟୋଜିତ ‘ଜେନ-ଜେଡ ସମ୍ବାଦ’ କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ତାଙ୍କ ପସନ୍ଦର ଭାଜପା ନେତାମାନଙ୍କ ମଧ୍ୟରେ କ୍ୟାପଟେନ ଅମରିନ୍ଦର ସିଂହଙ୍କ ନାମ ନେଇ ଏକ ନୂଆ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri