ଫିନ୍‌ଲାଣ୍ଡ ଉପରେ ଆକ୍ରମଣ କରିବ ରୁଷିଆ

ମସ୍କୋ,୨୩ା୫: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବାର ୪ ମାସ ବିତିଲାଣି। ଏହି ସମୟରେ ରୁଷିଆ ଏବଂ ଫିନ୍‌ଲାଣ୍ଡ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ପ୍ରକୃତରେ ରୁଷିଆ ଫିନ୍‌ଲାଣ୍ଡ ଏବଂ ସ୍ବିଡେନର ନାଟୋର ସଦସ୍ୟତା ଉପରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛି। ଫିନ୍‌ଲାଣ୍ଡକୁ ଧ୍ୱଂସ କରିବାକୁ ରୁଷିଆ ଧମକ ଦେଇଛି। ନିକଟରେ ରୁଷିଆ କହିଛି, ଫିନ୍‌ଲାଣ୍ଡର ନାଟୋରେ ଯୋଗଦେବା ପାଇଁ ଇଚ୍ଛା ମାତ୍ର ୧୦ ସେକେଣ୍ଡରେ ଦୂର ହୋଇଯିବ। ଏହି ବିପଦ ପରେ ରୁଷିଆ ତୁରନ୍ତ ଫିନ୍‌ଲାଣ୍ଡକୁ ଗ୍ୟାସ ଯୋଗାଣ ବନ୍ଦ କରି ଦେଇଛି।

ରୁଷିଆ ରିପୋର୍ଟ କରିଛି ଯେ, ଫିନ୍‌ଲାଣ୍ଡ ରୁବେଲରେ ଗ୍ୟାସ ଦେବାକୁ ମନା କରିଦେଇଛି, ଯାହା ପରେ ଯୋଗାଣ ବନ୍ଦ ହୋଇଯାଇଛି। ରୁଷିଆର ଏହି ପଦକ୍ଷେପ ଫିନ୍‌ଲାଣ୍ଡରେ ଶକ୍ତି ସଙ୍କଟକୁ ଆହୁରି ଗଭୀର କରିପାରେ। ଏଭଳି ପରିସ୍ଥିତିରେ ରୁଷିଆ ଫିନ୍‌ଲାଣ୍ଡ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବ କି ନାହିଁ ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri