‘କାନ୍ତାରା-୨’ରେ ନଜର ଆସିବେ କି ଉର୍ବଶୀ? ଜାଣନ୍ତୁ କ’ଣ କହିଲେ ରିଷଭ ଶେଟ୍ଟୀ

ମୁମ୍ବାଇ: ଅଭିନେତା-ନିର୍ଦ୍ଦେଶକ ରିଷଭ ଶେଟ୍ଟୀଙ୍କ ଚଳଚ୍ଚିତ୍ର ‘କାନ୍ତାରା’ ବକ୍ସ ଅଫିସରେ ସୁପରହିଟ୍‌ ହୋଇଥିଲା। ଏହି ଚଳଚ୍ଚିତ୍ରର ସଫଳତା ପରେ ରିଷବ ଶେଟ୍ଟୀ ପାନ ଇଣ୍ଡିଆ ମାନ୍ୟତା ହାସଲ କରିଥିଲେ। ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ତାଙ୍କୁ ଦାଦାସାହେବ ଫାଲକେ ଆଓ୍ବାର୍ଡରେ ମୋଷ୍ଟ ପ୍ରମିସିଙ୍ଗ୍‌ ଆକ୍ଟର ପଦବୀ ପ୍ରଦାନ କରାଯାଇଥିଲା। ଇତି ମଧ୍ୟରେ ‘କାନ୍ତାରା’ର ପ୍ରିକ୍ୱେଲ ପାଇଁ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି। ନିକଟରେ ଏକ ଫଟୋରେ ରିଷଭଙ୍କ ସହ ବଲିଉଡ ଅଭିନେତ୍ରୀ ଉର୍ବଶୀ ରୌତେଲାଙ୍କ ଫଟୋ ଭାଇରାଲ ହୋଇଥିଲା। ଯାହାକୁ ନେଇ ‘କାନ୍ତାରା-୨’ରେ ଉର୍ବଶୀ ଏଣ୍ଟ୍ରି କରିପାରନ୍ତି ବୋଲି ଖବର ସାମ୍ନାକୁ ଆସିଥିଲା, କିନ୍ତୁ ବର୍ତ୍ତମାନ ରିଷଭ ଶେଟ୍ଟୀ ଏହା ଉପରେ ନୀରବତା ଭାଙ୍ଗିଛନ୍ତି।
ନିକଟରେ ଏକ ସାକ୍ଷାତକାରରେ ରିଷଭ ଶେଟ୍ଟୀଙ୍କୁ ‘କାନ୍ତାରା-୨’ରେ ଉର୍ବଶୀ ନଜର ଆସିବା ନେଇ ପଚରାଯାଇଥିଲା। ଯାହାର ଉତ୍ତରରେ ସେ କହିଛନ୍ତି ଯେ, ସେହି ସେଲଫି ଦେଖିବା ପରେ ଆପଣ ଏଭଳି ଭାବିଦେଇଛନ୍ତି। ବର୍ତ୍ତମାନ ଏହା େtସପରି ନୁହେଁ। ଫିଲ୍ମକୁ ନେଇ କାମ ଚାଲିଛି। ଖୁବ୍‌ଶୀଘ୍ର ଏହାକୁ ନେଇ ଏକ ଘୋଷଣା ହେବ।

ଚଳଚ୍ଚିତ୍ର କାନ୍ତାରା ସେପ୍ଟେମ୍ବର ୩୦ରେ ରିଲିଜ୍‌ ହୋଇଥିଲା। ୨୦ କୋଟି ବଜେଟରେ ନିର୍ମିତ ଚଳଚ୍ଚତ୍ରଟି ବକ୍ସ ଅଫିରେ ୪୦୦ କୋଟିରୁ ଅଧିକ ଆୟ କରି ରେକର୍ଡ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri