Posted inଜାତୀୟ

ଗୋଟିଏ ଗୋଡରେ ପଶ୍ଚିମବଙ୍ଗ ଜିତିବି, ଦୁଇ ଗୋଡରେ ଦିଲ୍ଲୀ

କୋଲକତା,୫।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ୩୧ଟି ଆସନରେ ମଙ୍ଗଳବାର ମତଦାନ ହେବ। ଭୋଟ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବାମ ଗୋଡରେ ଆଘାତ ଲାଗିଥିଲେ ମଧ୍ୟ ଗୋଟିଏ ଗୋଡରେ ନିର୍ବାଚନ ପ୍ରଚାର କରି ୨୦୨୧ ବିଧାନସଭା ନିର୍ବାଚନ ଜିତିବା ନେଇ ନିଶ୍ଚିତ ଅଛନ୍ତି। ଭବିଷ୍ୟତରେ ଦୁଇ ଗୋଡରେ ଦିଲ୍ଲୀ ହାତେଇବାକୁ ଲକ୍ଷ୍ୟ ରଖିଛନ୍ତି। ମମତା ନନ୍ଦିଗ୍ରାମ ଘଟଣାକୁ ନେଇ ଭାଜପାକୁ ସମାଲୋଚନା କରିଛନ୍ତି। ପଶ୍ଚିମବଙ୍ଗ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଭାଜପାର କୌଣସି ସ୍ଥାନୀୟ ପ୍ରାର୍ଥୀ ନାହାନ୍ତି। ସେମାନେ କ’ଣ ସୋନାର ବଙ୍ଗଳା କରିବେ ବୋଲି କଟାକ୍ଷ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri