Posted inଜାତୀୟ

ଦ୍ୱିତୀୟ ଡୋଜ ପରେ କୋଭିଡ୍‌ ବୁଷ୍ଟର ନେବା ଦରକାର କି ?

ନୂଆଦିଲ୍ଲୀ,୨୧।୮ : କୋଭିଡ୍‌ରୁ ସୁରକ୍ଷିତ ରହିବା ଲାଗି ତୃତୀୟ ଭାକ୍ସିନ ଶଟ୍‌ (ବୁଷ୍ଟର)ର ଆବଶ୍ୟକତା ଅଛି ନା ନାହିଁ, ସେ ସମ୍ପର୍କରେ ଭାରତରେ ବର୍ତ୍ତମାନ କୌଣସି ପ୍ରକାର ତଥ୍ୟ ଉପଲବ୍ଧ ନାହିଁ। ଆସନ୍ତା ବର୍ଷ ପ୍ରାରମ୍ଭରେ ତୃତୀୟ ଭାକ୍ସିନ ଶଟ୍‌ ସମ୍ପର୍କିତ ଅଧିକ ତଥ୍ୟ ଉପଲବ୍ଧ ହେବ। ଏହା କହିଛନ୍ତି ଏମ୍ସ ମୁଖ୍ୟ ଡ. ରଣଦୀପ ଗୁଲେରିଆ।

ଭାକ୍ସିନର ତୃତୀୟ ଡୋଜ ସର୍ବାଧିକ ସୁରକ୍ଷା ଦେବ ବୋଲି କିଛି ଅଧ୍ୟୟନରୁ ଜଣାପଡ଼ିଛି। ଏବେ କରୋନା ବିରୋଧରେ ଆମେରିକା, ୟୁକେ ଓ ଇସ୍ରାଏଲ ଭଳି କିଛି ଦେଶ ସେମାନଙ୍କ ନାଗରିକଙ୍କୁ ବୁଷ୍ଟର ଶଟ୍‌ ଦେବା ଲାଗି ଯୋଜନା କରୁଛନ୍ତି।

ବୁଷ୍ଟର ଶଟ୍‌ର ଆବଶ୍ୟକତା ଜାଣିବା ପାଇଁ ମୋ ମତରେ ଆମ ପାଖରେ ଯଥେଷ୍ଟ ତଥ୍ୟ ନାହିଁ। ଏଣୁ ଭାକ୍ସିନ ଶଟ୍‌ କେତେ ସୁରକ୍ଷା ପ୍ରଦାନ କରୁଛି, ତାହା ଜାଣିବା ଲାଗି ଅପେକ୍ଷା କରିବାକୁ ପଡ଼ିବ। ଏବେ ରିସର୍ଚ୍ଚ ଚାଲିଛି। ଆଉ କିଛି ମାସ ଲାଗିବ। ତଥ୍ୟ ମିଳିବା ପରେ ଆମକୁ କେଉଁ ସ୍ତରୀୟ ବୁଷ୍ଟର ଶଟ୍‌ ଦରକାର, ତାହା ଜଣାପଡ଼ିବ ବୋଲି ଡ. ଗୁଲେରିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବର ପଞ୍ଚମ ବିଜୟ

ମୁଲାନପୁର,୧୯ା୪: ପ୍ରିୟାଂଶ ଆର୍ଯ୍ୟ ଓ କୁପର କନୋଲୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ…

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri