Posted inଖେଳ

ଓ୍ବିଲିୟମ୍ସ ଦକ୍ଷିଣ ଆଫ୍ରିକା କ୍ରିକେଟର କାମଚଳା ସଭାପତି

ଜୋହାନ୍ସବର୍ଗ, ୧୯ା୮ (ପି.ଟି.)-ବେରେସ୍‌ଫୋର୍ଡ ଓ୍ବିଲିୟମ୍ସ କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)ର କାମଚଳା ସଭାପତି ଭାବେ ମନୋନୀତ ହୋଇଥିବାବେଳେ କାମଚଳା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜ୍ୟାକ୍ସ ଫାଉଲ୍‌ ତାଙ୍କ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି। ଅଗଷ୍ଟ ୧୫ରେ ସଭାପତି ପଦବୀରୁ କ୍ରିସ୍‌ ନେନ୍‌ଜାନୀଙ୍କ ଇସ୍ତଫା ଦେବା ପରେ ଏହା ଘଟିଛି। ଓ୍ବିଲିୟମ୍ସ ସେପ୍ଟେମ୍ବର ୫ରେ ବୋର୍ଡର ବାର୍ଷିକ ସାଧାରଣ ବୈଠକ ପର୍ଯ୍ୟନ୍ତ ସଭାପତି ରହିବେ। ଜଣେ ପ୍ରଶାସକ ଭାବେ ଓ୍ବଲିୟମ୍ସଙ୍କର ଦୀର୍ଘ ୨୫ବର୍ଷର ଅଭିଜ୍ଞତା ରହିଛି। ସିଏସଏରେ ଯୋଗଦାନ ପୂର୍ବରୁ ସେ ଓ୍ବେଷ୍ଟର୍ନ କ୍ରିକେଟ ଆସୋସିଏଶନର ସଭାପତି ଥିଲେ। ଫାଉଲଙ୍କ କାର୍ଯ୍ୟକାଳ ସେପ୍ଟେମ୍ବର ୧୫ରେ ଶେଷ ହୋଇଥାନ୍ତା। ଭ୍ରଷ୍ଟାଚାର ଅଭିଯୋଗରେ ତତ୍‌କାଳୀନ କାର୍ଯ୍ୟନିର୍ବାହୀ ଅଧିକାରୀ ଥବାଙ୍ଗ ମୋରୋଇ ସସ୍‌ପେଣ୍ଡ ହେବାପରେ ଡିସେମ୍ବରରେ ଫାଉଲ ନିଯୁକ୍ତି ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri