Posted inଖେଳ

ଦ୍ୱିତୀୟ ଟେଷ୍ଟରେ ଖେଳିବେନି ଓ୍ବିଲିୟମସନ

ଓ୍ବେଲିଂଟନ, ୧୧ା୧୨ (ଏପି)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ଖେଳିବେ ନାହିଁ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ। ତାଙ୍କ ସ୍ତ୍ରୀ ପ୍ରଥମ ସନ୍ତାନ ଜନ୍ମ ଦେବାକୁ ଥିବାରୁ ସେ ତାଙ୍କ ସହିତ ସମୟ ଦେବାକୁ ଚାହଁୁଛନ୍ତି। ଓ୍ବିଲିୟମସନ ପ୍ରଥମ ଟେଷ୍ଟରେ ତାଙ୍କ କ୍ୟାରିୟର ଶ୍ରେଷ୍ଠ ୨୫୧ ରନ ସ୍କୋର କରିଥିଲେ। ନ୍ୟୁଜିଲାଣ୍ଡ ଏହି ମ୍ୟାଚ ଏକ ଇନିଂସ ୧୩୪ ରନରେ ଜିତିଥିଲା। ଏଥିସହିତ ଦୁଇ ମ୍ୟାଚବିଶିଷ୍ଟ ଟେଷ୍ଟ ସିରିଜରେ ଦଳ ୧-୦ରେ ଅଗ୍ରଣୀ ଲାଭ କରିପାରିଥିଲା। ମାଉଣ୍ଟ ମଙ୍ଗାନୁଇଠାରେ ଅନୁଷ୍ଠିତ ପ୍ରଥମ ଟେଷ୍ଟରେ ପଦାର୍ପଣ ମ୍ୟାଚ ଖେଳିଥିବା ଓପନର ଓ୍ବିଲ ୟଙ୍ଗ୍‌ ନ୍ୟୁଜିଲାଣ୍ଡ ବ୍ୟାଟିଂ ଲାଇନ୍‌ ଅପ୍‌ରେ ରହିବେ। ଇଞ୍ଜୁରିଯୋଗୁ ପ୍ରଥମ ଟେଷ୍ଟରେ ଖେଳିପାରି ନ ଥିବା ଉଇକେଟକିପର ବି.ଜେ. ଓ୍ବାଟଲିଂ ଦଳକୁ ପ୍ରତ୍ୟାବର୍ତ୍ତନ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

ଷ୍ଟାର୍କଙ୍କୁ ମିଳୁନି ଏନ୍‌ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ

ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍‌ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍‌…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri