Posted inଖେଳ

ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ୍‌: ତୃତୀୟ ରାଉଣ୍ଡରେ ଜୋକୋଭିଚ୍‌

ଓ୍ବିମ୍ବେଲେଡନ, ୧।୭: ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତ ଟପ୍‌ ସିଡ୍‌ ସର୍ବିୟାର ନୋଭାକ ଜୋକୋଭିଚ୍‌ । ବୁଧବାର ଅନୁଷ୍ଠିତ ଦ୍ୱିତୀୟ ରାଉଣ୍ଡ ମୁକାବିଲରେ ସେ ଦକ୍ଷିଣ ଆଫ୍ରିକାର କେଭିନ ଆଣ୍ଡରସନଙ୍କୁ ୬-୩, ୬-୩, ୬-୩ ସେଟ୍‌ରେ ପରାସ୍ତ କରିଛନ୍ତି। ସ୍ପେନର ପାବ୍ଲୋ ଆଣ୍ଡୁଜାର ନ ଖେଳିବାରୁ ଓ୍ବାକଓଭର ପାଇ ଦଶମ ସିଡ୍‌ କାନାଡାର ୨୨ ବର୍ଷୀୟ ଡେନିସ ଶାପୋଭାଲୋଭ ତୃତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅନ୍ୟ ଏକ ପ୍ରଥମ ରାଉଣ୍ଡ ମ୍ୟାଚରେ ମିକାୟେଲ ଆମିର ୭-୫, ୬-୭(୪/୭), ୫-୭, ୬-୪, ୬-୩ ସେଟ୍‌ରେ ଜୋ ଓ୍ବିଲ୍‌ଫ୍ରେଡ୍‌ ସୋଙ୍ଗାଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି। ତେବେ କେଇ ନିଶିକୋରି ୬-୪, ୬-୪, ୬-୪ ସେଟ୍‌ରେ ଆଲେକ୍ସି ପୋପିରିନଙ୍କୁ ହରାଇ ଆଗକୁ ବଢ଼ିଛନ୍ତି। ମହିଳା ସିଙ୍ଗଲ୍ସରେ ଏଲିସେ ମେର୍ଟେନ୍ସ ୬-୨, ୬-୦ ସେଟ୍‌ରେ ଝୁ ଲିନ୍‌ଙ୍କୁ ହରାଇ ତୃତୀୟ ରାଉଣ୍ଡରେ ପହଞ୍ଚତ୍ଛନ୍ତି। ଭିକ୍ଟୋରିଆ ଆଜାରେଙ୍କା ୬-୧, ୬-୩ ସେଟ୍‌ରେ କାଟେରିନା କୋଜଲୋଭାଙ୍କୁ ପରାସ୍ତ କରି ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି କାଟରିନା ସିନିକୋଭା ୬-୧, ୬-୦ ସେଟ୍‌ରେ ଓ୍ବାଙ୍ଗ୍‌ ୟାଫାନଙ୍କୁ ହରାଇ ପ୍ରଥମ ରାଉଣ୍ଡ ଅତିକ୍ରମ କରିଛନ୍ତି। ସେହିପରି ଏଲିନା ସ୍ବିତୋଲିନା ୬-୩, ୨-୬, ୬-୩ ସେଟ୍‌ରେ ଆଲିସନ ଭାନ୍‌ ଉଭାନକ୍‌ଙ୍କୁ ଏବଂ କ୍ରିଷ୍ଟିନା ପ୍ଲିସ୍‌କୋଭା ୩-୬, ୬-୪, ୬-୪ ସେଟ୍‌ରେ ଆଷ୍ଟ୍ରା ଶର୍ମାଙ୍କୁ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏଲିନା ଭେସନିନା ୭-୫, ୬-୧ ସେଟ୍‌ରେ ମାର୍ଟିନା ଟ୍ରେଭିସାନଙ୍କୁ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri