Posted inଖେଳ

ଓ୍ବିମ୍ବେଲଡନ ଟେନିସ: ସିଏ-ମେର୍ଟେନ୍ସ ମହିଳା ଡବଲ୍ସ ଚାମ୍ପିୟନ

ଲଣ୍ଡନ,୧୨।୭: ଓ୍ବିମ୍ବେଲଡନ ଟେନିସ ଟୁର୍ନାମେଣ୍ଟରେ ତାଇଓ୍ବାନର ସିଏ ସୁ-ଓ୍ବେଇ ଓ ତାଙ୍କ ବେଲଜିୟମ ପାର୍ଟନର ଏଲିସ୍‌ ମେର୍ଟେନ୍ସ ମହିଳା ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ ତୃତୀୟ ସିଡ୍‌ ମାନ୍ୟତା ପାଇଥିବା ଏହି ଯୋଡି ୩-୬, ୭-୫, ୯-୭ ସେଟ୍‌ରେ ରୁଷିଆର ଅଣସିଡ୍‌ ଯୋଡି ଏଲିନା ଭେସନିନା ଭେରୋନିକା କୁଡେରମେଟୋଭାଙ୍କୁ ହରାଇ ଚାମ୍ପିୟନ ହୋଇଛନ୍ତି। ଏଥିସହ ସିଏ କ୍ୟାରିୟରର ତୃତୀୟ ଓ୍ବିମ୍ବେଲଡନ ଟାଇଟଲ ହାସଲ କରିଛନ୍ତି। ପୂର୍ବରୁ ୨୦୧୩ରେ ସିଏ ଚାଇନାର ପେଙ୍ଗ ଶୁଆଇ ଓ ୨୦୧୯ରେ ଚେକ୍‌ ଗଣରାଜ୍ୟର ବାର୍ବୋରା ଷ୍ଟ୍ରିକୋଭାଙ୍କୁ ସାଥିକରି ଓ୍ବିମ୍ବେଲଡନ ଟାଇଟଲ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରମୋଦ ପାଇବେ ପଦ୍ମଶ୍ରୀ

ଭୁବନେଶ୍ୱର,୨୫।୧: ଓଡ଼ିଶାର ସୁନା ପୁଅ ତଥା ଭାରତ ପାଇଁ ବିଶ୍ୱସ୍ତରରେ ଗୌରବ ଆଣିଥିବା ପ୍ରମୋଦ ଭଗତଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ। ପ୍ରଥମ ପାରା ବ୍ୟାଡ୍‌ମିଣ୍ଟନ୍‌ ଖେଳାଳି...

ସଚେତନ କରାଇଲେ ବିରାଟ

ନୂଆଦିଲ୍ଲୀ, ୨୮।୩ – କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର କରିଥିବା ଲକ୍‌ଡାଉନ ନିୟମକୁ ନେଇ ଲୋକମାନେ ଯେପରି ଆଲୋଚନା କରୁଛନ୍ତି ସେଥିରେ ସନ୍ତୁଷ୍ଟ...

ଶ୍ରୀଲଙ୍କାର ଲଢୁଆ ବ୍ୟାଟିଂ, ୬ ୱିକେଟରେ ବିଜୟୀ…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲାରେ...

ମୁରେ, ପିରୋଙ୍କୋଭା, ବୁଚାର୍ଡଙ୍କୁ ଫ୍ରେଞ୍ଚ୍‌ ଓପନ୍‌ ଓ୍ବାଇଲ୍ଡ କାର୍ଡ

ପ୍ୟାରିସ୍‌,୧୬।୯(ଏପି): ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରେ ବ୍ରିଟେନର ଆଣ୍ଡି ମୁରେଙ୍କୁ ଓ୍ବାଇଲ୍ଡ କାର୍ଡ ପ୍ରଦାନ କରାଯାଇଛି। ୮ଜଣ ଓ୍ବାଇଲ୍ଡ କାର୍ଡ ପାଇଥିବା ଖେଳାଳିମାନଙ୍କ ମଧ୍ୟରେ...

ସାଇ’ର ଅପ୍‌ଗ୍ରେଡ୍‌ ଏସ୍‌ଓପି

ନୂଆଦିଲ୍ଲୀ, ୧୬ା୯ (ପି.ଟି.): ଜାତୀୟ କ୍ୟାମ୍ପଗୁଡ଼ିକ ଆରମ୍ଭ ହେବାପୂର୍ବରୁ କୋଭିଡ୍‌-୧୯କୁ ହାତେଇବା ଲାଗି ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଏହାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର...

ବିରଳ ରେକର୍ଡର ଅଧିକାରୀ ହେଲେ ଗେଲ୍‌

ମୁମ୍ବାଇ, ୧୨ା୪- ୟୁନିଭର୍ସ ବସ ଭାବେ ଜଣାଶୁଣା କ୍ରିସ୍‌ ଗେଲ୍‌ ସୋମବାର ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଇଣ୍ଡିଆନ ପ୍ରିମିୟର...

ସମଲିଙ୍ଗୀ ସମ୍ପର୍କକୁ ଦୂତୀଙ୍କ ସ୍ବୀକାର

ନୂଆଦିଲ୍ଲୀ,୧୯।୫- ଭାରତୀୟ ତାରକା ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ସମଲିଙ୍ଗୀ ସମ୍ପର୍କରେ ଥିବା କଥା ସ୍ବୀକାର କରିଛନ୍ତି। ଘରୋଇ ସହର ଯାଜପୁରର ଜଣେ ଝିଅଙ୍କ ସହ...

ଫେରିଲେ ଧୋନୀ

ନୂଆଦିଲ୍ଲୀ,୧୭।୮- ଲ୍ୟୁଟନାଣ୍ଟ କଲୋନେଲ ମହେନ୍ଦ୍ର ସିଂ ଧୋନୀ ଜମ୍ମୁ-କଶ୍ମୀରରେ ୨ ସପ୍ତାହ ଧରି ଆର୍ମି ଯବାନଙ୍କ ସହ ଟ୍ରେନିଂ ଓ ଡ୍ୟୁଟି କରିବା ପରେ ନୂଆଦିଲ୍ଲୀ...

Advertisement
Archives

Model This Week