ଦାରିଙ୍ଗବାଡ଼ିର ଅନେକ ପଞ୍ଚାୟତରେ ପବନ, ଘଡ଼ଘଡ଼ି ସହ ବର୍ଷା: ରାସ୍ତାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡି,୧୮।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଏକାଧିକ ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ପବନ, ଘଡଘଡି ସହ ବର୍ଷା ହୋଇଛି। ଏଥିଯୋଗୁ ବିଭିନ୍ନ ସ୍ଥାନରେ ଗଛପଡ଼ି ଯାତାୟାତରେ ବାଧା ସୃଷ୍ଟି ହୋଇଛି।

ସୂଚନାନୁଯାୟୀ, ତିଲୋରୀ ପଞ୍ଚାୟତର ଜଗେରମାହା ଗ୍ରାମରେ ବିରାଟ ମହୁଲ ଫୁଲ ଗଛ ପଡି ସିମନବାଡିଠାରୁ ବୁଡ଼ାଗୁଡା ରାସ୍ତା ମଧ୍ୟରେ ଯାତାୟାତ ବନ୍ଦ ହୋଇଯାଇଥିଲା। ସେହି ଅଞ୍ଚଳରେ ମୋବାଇଲ ସେବା ଅଚଳ ଯୋଗୁ ଅଗ୍ନିଶମ ବିଭାଗକୁ ସୂଚନା ଦେବା ସମ୍ଭବ ହୋଇ ନ ଥିଲା। ଫଳରେ ଲୋକେ ବହୁ ସମୟ ଧରି ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଲୋକେ କୋଟଗଡ଼ ବ୍ଲକ ପକାରୀ ଦେଇ ବୁଲି ବୁଲି ଦାରିଙ୍ଗବାଡିକୁ ଯାଇଥିଲେ। ପରେ ଗ୍ରାମବାସୀ ମିଳିତ ହୋଇ ରାସ୍ତାରୁ ଗଛକୁ କାଟି ସଫା କରିଥିଲେ। ବିଳମ୍ବରେ ଅଗ୍ନିଶମ ବିଭାଗ ଶୁଣି ସେଠାକୁ ଯାଉଥିବା ବେଳେ ରାସ୍ତା ଅବରୋଧ ହଟିଥିବା ଶୁଣି ଅଧା ବାଟରୁ ଫେରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri