Odisha Elections 2024

ଅଶୋଧିତ ତୈଳ ଉପରେ ଟିକସ ହ୍ରାସ କଲେ କେନ୍ଦ୍ର ସରକାର, ଡିଜେଲ ଓ ଏଟିଏଫ ରପ୍ତାନିରେ ଟିକସ ବୃଦ୍ଧି

ନୂଆଦିଲ୍ଲୀ,୨।୯: ଦେଶରେ ଉତ୍ପାଦିତ ଅଶୋଧିତ ତୈଳ ଉପରେ ଲଗାଯାଇଥିବା ଟିକସକୁ ହ୍ରାସ କରିଛନ୍ତି କେନ୍ଦ୍ର ସରକାର। କିନ୍ତୁ ଡିଜେଲ ଓ ଏଟିଏଫ (ବିମାନ ଇନ୍ଧନ) ରପ୍ତାନି ଉପରେ ଥିବା ଟିକସକୁ ବୃଦ୍ଧି କରିଛନ୍ତି। ଏହି ସୂଚନା ଏକ ସରକାରୀ ବିଜ୍ଞପ୍ତିରେ ପ୍ରକାଶ ପାଇଛି। ସ୍ବତନ୍ତ୍ର ଅତିରିକ୍ତ ଏକ୍ସାଇଜ ଡ୍ୟୁଟି ଆକାରରେ ଉତ୍ପାଦିତ ଅଶୋଧିତ ତୈଳ ଉପରେ ଲାଗୁ ହୋଇଥିବା ଟିକସ ଟନ ପିଛା ୬,୭୦୦ ଟଙ୍କାକୁ ହ୍ରାସ କରାଯାଇଛି। ଯାହା ପୂର୍ବରୁ ଟନ ପିଛା ୭୧୦୦ଟଙ୍କା ଥିଲା।

ବିଜ୍ଞପ୍ତି ଅନୁଯାୟୀ ଡିଜେଲ ରପ୍ତାନି ଉପରେ ଏକ୍ସାଇଜ ଡ୍ୟୁଟି ବଢାଯାଇ ଲିଟର ପିଛା ୬ଟଙ୍କାକୁ ବୃଦ୍ଧି କରାଯାଇଛି। ଯାହା ପୂର୍ବରୁ ଲିଟର ପିଛା ୫.୫୦ ଟଙ୍କା ଥିଲା। ଏଥିସହିତ ବିମାନ ଇନ୍ଧନ ଉପରେ ଏକ୍ସାଇଜ ଡ୍ୟୁଟି ଲିଟର ପିଛା ୨ ରୁ ୨ ଲିଟରକୁ ବୃଦ୍ଧି କରାଯାଇଛି। େସେପ୍ଟେମ୍ବର ୨ରେ ଜାରି ବିଜ୍ଞପ୍ତି ଅନୁଯାୟୀ ନୂତନ ଟିକସ ହାର ଶନିବାର ଠାରୁ ଲାଗୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୩,୦୦୦କୋଟି ନିବେଶକରିବ ଟାଟା ମୋଟର୍ସ

ନୂଆଦିଲ୍ଲୀ,୨୦।୫ (ଅଭୟ ଦାଶ): ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ ସଂସ୍ଥା ଟାଟା ମୋଟର୍ସ ୨୦୨୪-୨୫ ଆର୍ଥକ ବର୍ଷରେ ପ୍ରାୟ ୪୩,୦୦୦...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

ପ୍ରଧାନମନ୍ତ୍ରୀ ମୋଦି ବହୁତ ପାଓ୍ବାରଫୁଲ, ହେଲେ…: ଜେଲର କଥା ଉଠାଇ ମୋଦିଙ୍କୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୫: ଜାମିନରେ ଆସିବା ପରଠାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ରମାଗତ ଟାର୍ଗେଟ କରୁଛନ୍ତି। କେଜରିୱାଲ ଦାବି କରିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri