ଏହି ଦିଗରେ ଝରକା, କବାଟ ପକାଏ କୁପ୍ରଭାବ

ବାସ୍ତୁଶାସ୍ତ୍ରରେ ଦିଗକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବର୍ଣ୍ଣନା କରାଯାଇଛି। ଯଦି ବିଭିନ୍ନ ଦିଗରେ ଜିନିଷପତ୍ର ଠିକ୍‌ ଭାବେ ନ ରୁହେ ତେବେ ଘରର ଲୋକଙ୍କ ଅବସ୍ଥା ବିଗିଡେ ବୋଲି ବିଶ୍ୱାସ ରହିଛି। ଅନେକ ସମୟରେ କୂପ୍ରଭାବ ଏତେ ପଡ଼ିଥାଏ ଯେ, ଘର ମଧ୍ୟ ନଷ୍ଟ ହୋଇଯାଏ। ତେବେ ଘରେ ଥିବା ଝରକା, କବାଟ, କେଉଁ ଦିଗରେ ରହିଲେ ଖରାପ ପ୍ରଭାବ ପକାଏ ଓ ଏହାର ପ୍ରତିକାର ଜାଣନ୍ତୁ।

ଘରର ଦକ୍ଷିଣ-ପଶ୍ଚିମ ଦିଗରେ ଝରକା କିମ୍ବା କବାଟ ରହିବା ଉଚିତ ନୁହେଁ।

ଯଦି ଆପଣଙ୍କ ଘରର ଦକ୍ଷିଣ ପଶ୍ଚିମ ଦିଗରେ ଅଧିକ ଝରକା ଏବଂ କବାଟ ଥାଏ, ତେବେ ଏହା କୂପ୍ରଭାବ ପକାଇଥାଏ। ପ୍ରଭୁ ହନୁମାନଙ୍କ ପ୍ରତିମାକୁ ଏପରି ରଖନ୍ତୁ ଯେପରି ତାଙ୍କ ଦୃଷ୍ଟି ସର୍ବଦା ଦକ୍ଷିଣ ଦିଗରେ ପଡ଼ିବ। ଏହା ଆପଣଙ୍କୁ ବିପଦରୁ ରକ୍ଷା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri