ମହୁଲି ମଦ ଭାଟି ଉପରେ ଚଢ଼ାଉ, ଛତ୍ରଭଙ୍ଗ ଦେଲେ ମାଫିଆ, ବୋଲେରୋ ଜବତ

ପାଟଣା,୫ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ହୀରାପଶି ଗ୍ରାମରେ ବେଆଇନ ଭାବେ ଚାଲି ଥିବା ଦେଶୀ ମଦ ଭାଟି ଉପରେ ରବିବାର ତୁରୁମୁଙ୍ଗା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ମହୁଲି ମଦ ଜବତ କରିବା ସହ ପୋଚକୁ ନଷ୍ଟ କରିଛି। ପୋଲିସକୁ ଦେଖି ମଦ ମାଫିଆମାନେ ଛତ୍ରଭଙ୍ଗ ଦେଇ ଫେରାର ହୋଇଯିବାରେ ସଫଳ ହୋଇଥିଲେ। ଏଥିସହ ଏକ ବୋଲେରୋ ଭିତରେ ଥିବା ମହୁଲି ମଦ ଜବତ କରିବା ସହ ଉକ୍ତ ବୋଲେରୋକୁ କ୍ରେନ ସହାୟତାରେ ଥାନାକୁ ଆଣିଛି ପୋଲିସ। ଏହି ଚଢ଼ାଉ ତୁରୁମୁଙ୍ଗା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତିଙ୍କ ନେତୃତ୍ୱରେ ଥାନା କର୍ମଚାରୀ ଓ ଏକ ପ୍ଲାଟୁନ୍‌ ପୋଲିସ ଫୋର୍ସ ନିୟୋଜିତ ହୋଇଥିଲେ।

ସୂଚନାଯୋଗ୍ୟ, ବେଆଇନ ନିଶାଦ୍ରବ୍ୟ ଉପରେ ଅଙ୍କୁଶ ଲଗାଇବା ପାଇଁ ପାଟଣାରେ ଥିବା ଅବକାରୀ ଥାନାର ବିଫଳତା ପାଇଁ ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ବେଆଇନ ମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ଆଗକୁ ମକର ପର୍ବ ଥିବାରୁ ଅତ୍ୟଧିକ ମଦ ପ୍ରସ୍ତୁତ ଓ ବେଆଇନ ମଦ ବିକ୍ରି ବ୍ୟବସାୟୀ ମାଲାମାଲ ହେବାକୁ ମସୁଧା କରୁଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?