ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଆଲକୋହଲ ଉପରେ ୧୦୦ ପ୍ରତିଶତ କୃଷି ସେସ୍ ଲାଗୁ କରାଯାଇଥିବା ସମ୍ପର୍କରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ଏହା ଦ୍ୱାରା ମଦ ଦାମ ମହଙ୍ଗା ହେବ। ସେହିପରି ଆଲକୋହଲରୁ ପ୍ରସ୍ତୁତ ହେଉଥିବା ଅନ୍ୟ ଉତ୍ପାଦ ମଧ୍ୟ ମହଙ୍ଗା ହେବ ବୋଲି କୁହାଯାଉଛି।
ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଆଲକୋହଲ ଉପରେ ୧୦୦ ପ୍ରତିଶତ କୃଷି ସେସ୍ ଲାଗୁ କରାଯାଇଥିବା ସମ୍ପର୍କରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ଏହା ଦ୍ୱାରା ମଦ ଦାମ ମହଙ୍ଗା ହେବ। ସେହିପରି ଆଲକୋହଲରୁ ପ୍ରସ୍ତୁତ ହେଉଥିବା ଅନ୍ୟ ଉତ୍ପାଦ ମଧ୍ୟ ମହଙ୍ଗା ହେବ ବୋଲି କୁହାଯାଉଛି।
ଚେନ୍ନାଇ,୧୭।୧୧: ଅନେକ ଲୋକଙ୍କର ଏପରି ଧାରଣା ଥାଏ ଯେ, ଆଇନଗତ ଉତ୍ତରାଧିକାରୀ ଭାବରେ ମାତାପିତାଙ୍କ ମୃତ୍ୟୁ ପରେ ସେମାନଙ୍କ ସନ୍ତାନମାନେ ସ୍ବତଃ ହିଁ ମାତାପିତାଙ୍କ ସମ୍ପତ୍ତି ଉପରେ…
ସମ୍ବଲପୁର,୧୭।୧୧(ପ୍ରମୋଦ ବହିଦାର): ଓଡ଼ିଶାର ଡେବ୍ରିଗଡ଼ ଅଭୟାରଣ୍ୟରେ ଗତ ନଭେମ୍ବର ୯ ତାରିଖରେ ପ୍ରଥମ ଥର ପାଇଁ ଠାବ ହୋଇଥିବା ଅଣ୍ଡିରା ବାଘର ପରିଚୟ ଓ ବୟସ ଜାତୀୟ…
ମହାକାଳପଡ଼ା,୧୭।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାରେ ପୁଣି କୁମ୍ଭୀର ଆତଙ୍କ। ନଦୀରେ ଡଙ୍ଗାରେ ଜାଲ ପକାଇ ମାଛ ଧରୁଥିବା ବେଳେ ଜଣେ ଯୁବ ମତ୍ସ୍ୟଜୀବୀଙ୍କୁ ଆକ୍ରମଣ କରିଛି…
ନୂଆଦିଲ୍ଲୀ,୧୭।୧୧: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟର୍ ଟ୍ରାଭିସ ହେଡ୍ IPL ୨୦୨୭ରେ ଖେଳିବେ ନାହିଁ। ଏହାର ଅର୍ଥ ଆଗାମୀ ସିଜିନରେ ସନରାଇଜର୍ସ ହାଇଦ୍ରାବାଦ (SRH) ପକ୍ଷରୁ ଅଭିଷେକ ଶର୍ମା…
କର୍ଲାମୁଣ୍ଡା:୧୭।୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧୀନ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗାଁ ବସ୍ତିକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ଏକ ବିଦ୍ୟୁତ୍ ଟ୍ରାନ୍ସଫର୍ମର ବିନା…
ବରଗଡ଼,୧୭।୧୧(ପ୍ରେମାନନ୍ଦ ଖମାରୀ):କୃଷକଙ୍କ ହକ୍, ଅଧିକାର ପାଇଁ ମଙ୍ଗଳବାର ବରଗଡ଼ ସହରରେ କିଷାନ୍ ମହାପଞ୍ଚାୟତ ଆୟୋଜିତ ହୋଇଛି। ଏଥିରେ ଅନେକ ରାଷ୍ଟ୍ରୀୟ କୃଷକ ନେତାଙ୍କ ସମେତ ହଜାର ହଜାର…
ମନିଲା,୧୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୩ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରୁଛନ୍ତି। ମଙ୍ଗଳବାର (ନଭେମ୍ବର ୧୭) ସମ୍ମିଳନୀର ଆରମ୍ଭରେ ସେ କହିଲେ ଯେ ଆମ ପାଖରେ…
ଦାରିଙ୍ଗବାଡ଼ି, ୧୭।୧୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିର ପର୍ଯ୍ୟଟନ ଭିତ୍ତିଭୂମି ଓ ବିକାଶ ସମ୍ଭାବନାକୁ ନେଇ ଆଲୋଚନା କରିଛନ୍ତି କନ୍ଧମାଳ ସାଂସଦ ସୁକାନ୍ତ…