ପାକିସ୍ତାନ ରାସ୍ତା କଡରେ ଲାଗିଲା ୱିଙ୍ଗ କମାଣ୍ଡର ଅଭିନନ୍ଦନ ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟର

ଲାହୋର,୧ ।୧୧: ଭାରତୀୟ ବାୟୁସେନାର ପରାକ୍ରମୀ ପାଇଲଟ ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ପୁଣିଥରେ ପାକିସ୍ତାନରେ ଚର୍ଚ୍ଚାର ବିଷୟ ପାଲଟି ଯାଇଛନ୍ତି । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କିଛି ପୋଷ୍ଟର ମଧ୍ୟ ପାକିସ୍ତାନ ରାସ୍ତାରେ ଲଗାଯାଇଥିବା ଦେଖାଯାଇଛି । ଏହି ପୋଷ୍ଟର ମାଧ୍ୟମରେ ନୱାଜ ଶରିଫଙ୍କ ଦଳ ପାକିସ୍ତାନ ମୁସଲିମ ଲିଗର ନେତା ଅୟାଜ ସଦିକିଙ୍କୁ ଟାର୍ଗେଟ କରାଯାଇଛି । କିଛି ପୋଷ୍ଟରରେ ଅୟାଜ ସଦିକିଙ୍କୁ ମିର ଜାଫରଙ୍କ ସହ ତୁଳନା କରାଯାଇ ଦେଶଦ୍ରୋହୀ ବୋଲି କୁହାଯାଇଛି । ସୂଚନାଯୋଗ୍ୟ, ଅୟାଜ ସଦିକି ନିକଟରେ ପାକିସ୍ତାନ ସଂସଦରେ ଅଭିନନ୍ଦନଙ୍କୁ ପାକିସ୍ତାନ ମୁକୁଳାଇବା ନେଇ ଇମ୍ରାନ ଖାଁ ସରକାରଙ୍କ ପୋଲ ଖୋଲିଥିଲେ । ଏବେ ଅୟାଜ ସଦିକିଙ୍କ ନିର୍ବାଚନ କ୍ଷେତ୍ର ଲାହୋର ସଡ଼କରେ ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୋଷ୍ଟର ଜାଣିଶୁଣି ଲଗାଯାଇଛି । ଏଥିରେ ଉଦ୍ଦ୍ୱର୍ୁରେ ଅୟାଜ ସଦିକିଙ୍କୁ ଦୋଶଦ୍ରୋହୀ ବୋଲି ଦର୍ଶାଯାଇଛି । କିଛି ପୋଷ୍ଟରରେ ତାଙ୍କୁ ଭାରତର ସମର୍ଥକ ବୋଲି ମଧ୍ୟ କୁହାଯାଇଛି । ଏବେ ପୂରା ପାକିସ୍ତାନରେ ଅୟାଜ ସଦିକିଙ୍କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଛି । ସୂଚନାଯୋଗ୍ୟ, ଅୟାଜ ସଦିକି କହିଥିଲେ ଭାରତର ଆକ୍ରମଣକୁ ଭୟ କରି ଇମ୍ରାନ ସରକାର ତୁରନ୍ତ ୱିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ମୁକୁଳାଇ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri