ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୮୯…

କୋଲକାତା, ୨୪।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ପଶ୍ଚିମବଙ୍ଗର କୋଲକାତାସ୍ଥିତ ଇଡେନ୍‌ ଗାର୍ଡେନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଜିଟି ଟିମ୍‌ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲା।

ନିର୍ଦ୍ଧାରିତ ୨୦ ଓଭରରେ ଆର୍‌ଆର୍‌ ଟିମ୍‌ ୬ ଓ୍ବିକେଟ ହରାଇ ୧୮୮ ରନ୍‌ କରିଛି। ଫଳରେ ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୮୯ ରନ୍‌ ରହିଛି।

ଆର୍‌ଆର୍‌ ପକ୍ଷରୁ ଜୋସ୍‌ ବଟଲର ୫୬ ବଲ୍‌ରେ ୮୯ ରନ୍‌ର ବିସ୍ଫୋରକ ବ୍ୟାଟିଂ କରିଥିଲେ। ସେହିପରି ସଞ୍ଜୁ ସାମସନ୍‌ ୨୬ ବଲ୍‌ରେ ୪୭ ରନ୍‌, ଦେବଦୁତ ପାଦିକଲ୍‌ ୨୦ ବଲ୍‌ରେ ୨୮ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ବ୍ୟାଟିଂ କରିବ ଆରସିବି

ଚେନ୍ନାଇ, ୧୪ା୪- ପ୍ରଥମେ ବ୍ୟାଟିଂ କରିବ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର (ଆରସିବି)। ଟସ୍‌ ଜିତି ପୁଣି ଥରେ ବୋଲିଂ ନିଷ୍ପତ୍ତି ନେଇଛନ୍ତି ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ...

ପଏଣ୍ଟ ବାଣ୍ଟିଲେ ଚେଲସି-ଆର୍ସେନଲ

ଲଣ୍ଡନ,୨୨।୧- ଆର୍ସେନାଲ ଷ୍ଟାଇକର ହେକ୍ଟର ବେଲରିନଙ୍କ ଗୋଲଙ୍କ ଯୋଗୁ ଷ୍ଟାମଫର୍ଡ ବ୍ରିଜଠାରେ ଖେଳାଯାଇଥିବା ଚେଲସି ବିପକ୍ଷ ମ୍ୟାଚ୍‌କୁ ଆର୍ସେନଲ ୨-୨ ଗୋଲରେ ବରାବର ରଖିବାକୁ ସକ୍ଷମ...

ଏହି କ୍ରିକେଟରଙ୍କ ଖେଳ ଦେଖି ଡରିଗଲେ ଯୁବରାଜ, କହିଲେ ଏମିତି

ଶାରଜା କ୍ରିକେଟ ଷ୍ଟାଡିୟମରେ କିଙ୍ଗ୍ସ ଏକାଦଶ ପଞ୍ଜାବ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ରବିବାର ଏକ ମ୍ୟାଚ୍‌ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ପ୍ରବଳ ରନ୍‌ ବର୍ଷିଥିଲା।...

କୋହଲିଙ୍କ କଟା ଘା’ରେ ଚୂନ ଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଶାରଜା,୧୩।୧୦: ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଆଇପିଏଲ୍‌ରେ କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ବିପକ୍ଷରେ ଅଧିନାୟକତ୍ୱର ଶେଷ ମ୍ୟାଚ ଖେଳିଛନ୍ତି। ଏହି ଆଇପିଏଲ...

ଧୋନୀଙ୍କ ଟ୍ରେନିଂ ଆରମ୍ଭ

ନୂଆଦିଲ୍ଲୀ,୧୫।୧୧(ପି.ଟି.)- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ରାଞ୍ଚିଠାରେ ଅଭ୍ୟାସ ଆରମ୍ଭ କରିଛନ୍ତି। ଚଳିତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ରୁ ଭାରତୀୟ ଦଳ ଫେରିବା...

‘ଦାରୁ ବଦ୍‌ନାମ’ ଗୀତରେ ନାଚିଲେ ଚହଲଙ୍କ ଭାବି ସ୍ତ୍ରୀ ଧନଶ୍ରୀ

ନୂଆଦିଲ୍ଲୀ, ୧୭।୮: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ଲେଗ୍‌-ସ୍ପିନର ଯୁଜବେନ୍ଦ୍ର ଚହଲ ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣ ଲାଗି ବର୍ତ୍ତମାନ ସୋସିଆଲ ମିଡିଆରେ ଆଉ ବେଶି ସମୟ...

ବାଂଲାଦେଶକୁ ସହଜ ବିଜୟ ଦେଲେ ଲିଟନ

ସିଲ୍‌ହେଟ୍‌ (ବାଂଲାଦେଶ), ୨ା୩ (ଏଏଫ୍‌ପି)- ଲିଟନ ଦାସଙ୍କ ଶତକ ସହାୟତାରେ ଜିମ୍ବାଓ୍ବେ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ବାଂଲାଦେଶ ୧୬୯ ରନରେ ସହଜ...

ଆଇପିଏଲ ଇତିହାସରେ ଦ୍ୱିତୀୟ

ମୁମ୍ବାଇ,୬।୫: ଆଇପିଏଲ ୨୦୨୨ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଦ୍ରୁତ ବୋଲର ଉମରାନ୍‌ ମଲିକ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚରେ ଆଇପିଏଲ ଇତିହାସରେ ଦ୍ୱିତୀୟ ଦ୍ରୁତତମ...

Advertisement
Archives

Model This Week