ଏସ୍‌ଆର୍‌ଏଚ୍‌ ପାଇଁ ବିଜୟ ଲକ୍ଷ୍ୟ ୧୭୮…

ମୁମ୍ବାଇ, ୧୪।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୧ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ପୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ କେକେଆର୍‌ ଅଧିନାୟକ ଶ୍ରେୟାସ ଆୟର ଟସ ଜିଣିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏସ୍‌ଆର୍‌ଏଚ୍‌ ଅଧିନାୟକ କେନ ୱିଲିୟମସନଙ୍କ ନେତୃତ୍ୱରେ ଟିମ୍‌ ବୋଲିଂ ଆରମ୍ଭ କରିଥିଲା।

ନିର୍ଦ୍ଧାରିତ ୨୦ ଓଭରରେ କେକେଆର୍‌ ଟିମ୍‌ ୬ ଓ୍ବିକେଟ ହରାଇ ୧୭୭ ରନ୍‌ କରିଛି। ଫଳରେ ଏସ୍‌ଆର୍‌ଏଚ୍‌ ପାଇଁ ବିିଜୟ ଲକ୍ଷ୍ୟ ୧୭୮ ରନ୍‌ ରହିଛି।

କେକେଆର୍‌ ପକ୍ଷରୁ ଅଜଙ୍କ୍ୟ ରାହାଣେ ୨୪ ବଲ୍‌ରେ ୨୮ ରନ୍‌, ନୀତିଶ ରାଣା ୧୬ ବଲ୍‌ରେ ୨୬ ରନ୍‌, ଶ୍ରେୟଶ ଆୟାର ୯ ବଲ୍‌ରେ ୧୫ ରନ୍‌ କରିଛନ୍ତି। ସେହିପରି ସାମ୍‌ ବ୍ଲିଙ୍ଗସ୍‌ ୨୯ ବଲ୍‌ରେ ୩୪ ରନ୍‌, ଆଣ୍ଡ୍ରେ ରସେଲ୍‌ ୨୮ ବଲ୍‌ରେ ୪୯ ରନ୍‌ କରି ଅପରାଜିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri