Posted inଖେଳ

ଆଫଗାନିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୨୯୨ ରନ…

ଲାହୋର,୫।୯ : କରିଥିଲା। ଏସିଆ କପର ଶେଷ ଗ୍ରୁପ ମ୍ୟାଚ ତଥା ଷଷ୍ଠ ତମ ଏକଦିବସୀୟ ଶ୍ରୀଲଙ୍କା ଏବଂ ଆଫଗାନିସ୍ତାନ ମଧ୍ୟରେ ପାକିସ୍ତାନର ଲାହୋର ସ୍ଥିତ ଗଦାଫି ଷ୍ଟାଡିୟମରେ ଖେଳାଯାଉଛି। ଶ୍ରୀଲଙ୍କାର ଅଧିନାୟକ ଦାସୁନ ଶାନାକା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆଫଗାନିସ୍ତାନର ଅଧିନାୟକ ହାଶମୁତୁଲ୍ଲା ଶାହିଦିଙ୍କ ନେତୃତ୍ୱରେ ଦଳ ବୋଲିଂ ଆରମ୍ଭ କରିଥିଲା। ଶ୍ରୀଲଙ୍କା ଦଳ ୫୦ ଓଭରରେ ୮ ଓ୍ବିକେଟ ହରାଇ ୨୯୧ ରନ କରିଛି। ଫଳରେ ଆଫଗାନିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୨୯୨ ରନ ରହିଛି।

ଶ୍ରୀଲଙ୍କା ପାଇଁ କୁସଲ ମେଣ୍ଡିସ ସର୍ବାଧିକ ୯୨ ରନ ସଂଗ୍ରହ କରିଥିଲେ। ନିଶଙ୍କା ୪୧ ରନ, କରୁଣାତ୍ନେ ୩୨, ଆସାଲଙ୍କା ୩୬, ଟିକସାନା ୨୮ ଏବଂ ଭେଲାଲେଜ ୩୩ ରନ ଯୋଗଦାନ କରିଥିଲେ। ଆଫଗାନିସ୍ତାନ ପାଇଁ ଗୁଲବାଦ୍ଦିନ ନାଏବ ଚାରିଟି, ରସିଦ ଖାନ ଦୁଇଟି ଏବଂ ମୁଜିବ ଉର ରେହମାନ ଗୋଟିଏ ୱିକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri