Posted inଖେଳ

ଅଷ୍ଟ୍ରେଲିଆ ପାଇଁ ବିଜୟ ଲକ୍ଷ୍ୟ ୨୦୯ ରନ…

ମୋହାଲି, ୨୦।୯ : ଭାରତକୁ ଅଷ୍ଟ୍ରେଲିଆ ଦଳର ଗସ୍ତକ୍ରମରେ ପଞ୍ଜାବ ମୋହାଲିରେ ପ୍ରଥମ ଟି-୨୦ ଅର୍ନ୍ତଜାତୀୟ ମ୍ୟାଚରେ ମଙ୍ଗଳବାର ଅଷ୍ଟ୍ରେଲିଆ ଦଳ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ପଡ଼ିଆକୁ ଓହ୍ଲାଇଥିଲା। ମୋହାଲିର ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ ବିନ୍ଦ୍ରା ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍‌ ଟସ୍‌ ଜିତି ଥିଲେ। ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଥିଲା। ଟିମ୍‌ ଇଣ୍ଡିଆ ଧାର୍ଯ୍ୟ ୨୦ ଓଭରରେ ୬ ଓ୍ବିକେଟ ହରାଇ ୨୦୮ ରନ କରିଥିଲା। ଫଳରେ ଅଷ୍ଟ୍ରେଲିଆ ଦଳ ପାଇଁ ବିଜୟ ଲକ୍ଷ୍ୟ ୨୦୯ ରନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ…

ଇରାନ-ଆମେରିକା ମଧ୍ୟରେ ହୋଇଗଲା ଡିଲ? କାମ ଦେଲା କି ପାକିସ୍ତାନର ମଧ୍ୟସ୍ଥତା?

ତେହରାନ୍‌,୩୦।୩: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ଯୋଗୁ, ହର୍ମୁଜ ପ୍ରଣାଳୀ ବନ୍ଦ ରହିଛି, ଯାହା ସିଧାସଳଖ ସାମୁଦ୍ରିକ ଯାତାୟାତକୁ ପ୍ରଭାବିତ କରୁଛି। ଏହି ପରିସ୍ଥିତି ମଧ୍ୟରେ,…

ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ, ଦଳର ବରିଷ୍ଠ ନେତା କରୁଛନ୍ତି ଘନଘନ ବୈଠକ

ପାଟ୍‌ନା,୩୦ା୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ବିଧାନସଭା ପରିଷଦରୁ ଇସ୍ତଫା ଦେବାର ସମ୍ଭାବନାକୁ ନେଇ ସୋମବାର ରାଜନୈତିକ ବାତାବରଣ ବେଶ୍‌ ସରଗରମ ରହିଛି। ଦଳର ବରିଷ୍ଠ…

ଟ୍ରମ୍ପଙ୍କ ମନ୍ତବ୍ୟ ପରେ, ନୂଆ ବୟାନ ଜାରି କଲେ ମୋଜତାବା ଖାମେନେଇ; ଜାଣନ୍ତୁ ସେ କାହାକୁ ଦେଲେ ଧନ୍ୟବାଦ

ତେହରାନ୍‌,୩୦।୩: ଏକ ଲିଖିତ ବାର୍ତ୍ତାରେ, ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ, ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧରେ ସମର୍ଥନ ପାଇଁ ଇରାକର ଜନସାଧାରଣଙ୍କ ପ୍ରତି…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

‘ପାକିସ୍ତାନ ଉପରେ ଆମେରିକା-ଇରାନର ଭରସା…,’ ବିବାଦ ମଧ୍ୟରେ ପାକିସ୍ତାନର ଆଶ୍ଚର୍ଯ୍ୟଜନକ ଦାବି

ଇସଲାମାବାଦ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ କହିଛି ଯେ ଆମେରିକା ଏବଂ ଇରାନ ଉଭୟ ମଧ୍ୟସ୍ଥତା ଭାବରେ ଏହାର ଭୂମିକା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri