Posted inଖେଳ

ଅଷ୍ଟ୍ରେଲିଆ ପାଇଁ ବିଜୟ ଲକ୍ଷ୍ୟ ୨୦୯ ରନ…

ମୋହାଲି, ୨୦।୯ : ଭାରତକୁ ଅଷ୍ଟ୍ରେଲିଆ ଦଳର ଗସ୍ତକ୍ରମରେ ପଞ୍ଜାବ ମୋହାଲିରେ ପ୍ରଥମ ଟି-୨୦ ଅର୍ନ୍ତଜାତୀୟ ମ୍ୟାଚରେ ମଙ୍ଗଳବାର ଅଷ୍ଟ୍ରେଲିଆ ଦଳ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ପଡ଼ିଆକୁ ଓହ୍ଲାଇଥିଲା। ମୋହାଲିର ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ ବିନ୍ଦ୍ରା ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍‌ ଟସ୍‌ ଜିତି ଥିଲେ। ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଥିଲା। ଟିମ୍‌ ଇଣ୍ଡିଆ ଧାର୍ଯ୍ୟ ୨୦ ଓଭରରେ ୬ ଓ୍ବିକେଟ ହରାଇ ୨୦୮ ରନ କରିଥିଲା। ଫଳରେ ଅଷ୍ଟ୍ରେଲିଆ ଦଳ ପାଇଁ ବିଜୟ ଲକ୍ଷ୍ୟ ୨୦୯ ରନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟଙ୍କଠାରୁ ବି ଅଧିକ ପାଓ୍ବାରଫୁଲ ଜୟ ଶାହା? ଟପ ଟେନ ତାଲିକାରେ ଧୋନି-ନିରଜ ଚୋପ୍ରା ସାମିଲ

ନୂଆଦିଲ୍ଲୀ,୨୯।୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ସଚିବ ଜୟ ଶାହା ଦେଶର କ୍ରିକେଟ ଦୁନିଆର ସବୁଠାରୁ ଶକ୍ତିଶାଳୀ ବ୍ୟକ୍ତି ହୋଇପାରିଛନ୍ତି। ଏହି ପ୍ରସଙ୍ଗରେ ସେ ବିରାଟ...

ଡବ୍ଲ୍ୟୁଏଫ୍‌ଆଇ ଦ୍ୱାରା ଆୟୋଜିତ ଟ୍ରାଏଲ୍ସରେ ଭାଗ ନେବି ନାହିଁ: ବଜରଙ୍ଗ

ନୂଆଦିଲ୍ଲୀ,୨୯ା୨: ନ୍ୟାଶନାଲ ସିଲେକ୍ସନ ଟ୍ରାଏଲ୍ସରେ ଭାଗ ନେବେ ନାହିଁ ଅଗ୍ରଣୀ ଭାରତୀୟ କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ। ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ)ପକ୍ଷରୁ ତାଙ୍କୁ କରାଯାଇଥିବା ଆମନ୍ତ୍ରଣକୁ...

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ୨୭୯/୯

ଓ୍ବେଲିଂଟନ(ନ୍ୟୁଜିଲାଣ୍ଡ),୨୯ା୨: ବେସି ରିଜର୍ଭଠାରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ କାମେରନ ଗ୍ରୀନ୍‌ (୧୦୩*)ଙ୍କ ଅପରାଜିତ ଶତକ ସହାୟତାରେ ଅଷ୍ଟ୍ରେଲିଆ ପ୍ରଥମ...

‘କୁଳଦୀପ ଯାଦବ ବିସିସିଆଇର ଗ୍ରେଡ ‘ଏ’ କଣ୍ଟ୍ରାକ୍ଟ ପାଇବାକୁ ଯୋଗ୍ୟ, କିନ୍ତୁ…’

ନୂଆଦିଲ୍ଲୀ,୨୯।୨: ବୁଧବାର ବିସିସିଆଇ ଏହାର ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପ୍ରକାଶ କରିଛି। ବିସିସିଆଇର ସେଣ୍ଟ୍ରାଲ କଣ୍ଟ୍ରାକ୍ଟରେ କୁଳଦୀପ ଯାଦବଙ୍କୁ ଗ୍ରେଡ ବିରେ ଅନ୍ତର୍ଭୁକ୍ତ କରାଯାଇଛି। କିନ୍ତୁ କୁଳଦୀପ...

‘ମୁଁ ରୋହିତ ଶର୍ମାକୁ ଟିମ ଇଣ୍ଡିଆର ଅଧିନାୟକ କରିଛି’

ନୂଆଦିଲ୍ଲୀ,୨୯।୨: ବିସିସିଆଇର ପୂର୍ବତନ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଦାବି କରିଛନ୍ତି ଯେ, ସେ ରୋହିତ ଶର୍ମାଙ୍କୁ ଟିମ ଇଣ୍ଡିଆର ଅଧିନାୟକ କରିଛନ୍ତି। ଗାଙ୍ଗୁଲି କହିଛନ୍ତି, ତାଙ୍କ...

ଶ୍ରେୟସ-ଈଶାନ ନୁହନ୍ତି, କଣ୍ଟ୍ରାକ୍ଟରେ ଏହି ୨ ଖେଳାଳିଙ୍କ ‘ଗ୍ରେଡ୍‌’କୁ ନେଇ ବିତର୍କ ବଢ଼ୁଛି

ନୂଆଦିଲ୍ଲୀ,୨୯।୨: ବିସିସିଆଇର ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ତାଲିକା ବୁଧବାର ପ୍ରକାଶ ପାଇବା ପରଠାରୁ ବିବାଦୀୟ ସ୍ଥିତି ଉପୁଜିଛି। ତାଲିକାରେ କିଛି ଖେଳାଳି ବାଦ୍‌ ପଡ଼ିଥିବା ବେଳେ କିଛି...

ଧର୍ମଶାଳା ଟେଷ୍ଟରେ ଇତିହାସ ରଚିବେ ଅଶ୍ୱିନ

ଧର୍ମଶାଳା,୨୯।୨: ଭାରତ ବନାମ ଇଂଲଣ୍ଡ ସିରିଜର ଶେଷ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ଇତିହାସ ସୃଷ୍ଟି କରିବାକୁ ପ୍ରସ୍ତୁତ ଅଛନ୍ତି। ମାର୍ଚ୍ଚ ୯ରେ ଭେଟେରାନ ସ୍ପିନର ଧର୍ମଶାଳାରେ...

ଲାଇଭ୍‌ ମ୍ୟାଚ୍‌ ଚାଲିଥିବାବେଳେ ହେଲା ଫିକ୍ସିଂ, ଜାଣିଶୁଣି ଖେଳାଳି ହେଲେ ଆଉଟ୍‌: ଭାଇରାଲ ହେଉଛି ଭିଡିଓ

କୋଲକାତା,୨୯।୨: କୋଲକାତାର ପ୍ରଥମ ଡିଭିଜନ ଗ୍ରୁପ ଏ ଲିଗରେ ଟାଉନ କ୍ଲବ ଏବଂ ମହମ୍ମଦାନ ସ୍ପୋର୍ଟିଂ କ୍ଲବ ମଧ୍ୟରେ ଖେଳାଯାଇଥିବା ମ୍ୟାଚର ଏକ ଭିଡିଓ ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri