ଡିସିି ପାଇଁ ବିଜୟ ଲକ୍ଷ୍ୟ ୧୭୨ …

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ଗୁଜୁରାଟ ଟାଇଟନ୍ସ(ଜିଟି) ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା

ଏହି ମ୍ୟାଚ୍‌ରେ ଡିସିର ଅଧିନାୟକ ରିଷଭ ପନ୍ତ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଜିଟି ଅଧିନାୟକ ହାର୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ତାଙ୍କ ଦଳ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୭୧ ରନ୍‌ ସଂଗ୍ରହ କରିଛି। ଡିସି ପାଇଁ ବିଜୟ ଲକ୍ଷ୍ୟ ୧୭୨ ରନ୍‌ ରହିଛି।

ଜିଟି ପକ୍ଷରୁ ଶୁବମାନ୍‌ ଗିଲ୍‌ ୪୬ ବଲ୍‌ରେ ୮୪ ରନ୍‌ ସଂଗ୍ରହ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୨୭ ବଲ୍‌ରେ ୩୧ ରନ୍‌ ସଂଗ୍ରହ କରିଥିବାବେଳେ ଡାଭିଡ୍‌ ମିଲର ୧୫ ବଲ୍‌ରେ ଅପରାଜିତ ୨୦ ରନ୍‌ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ସିବି ଜିତିଲା ଟସ୍‌, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ...

ଏହି ଦେଶରେ ହୋଇପାରେ ଆଇପିଏଲ୍‌ର ବାକି ମ୍ୟାଚ୍‌

ନୂଆଦିଲ୍ଲୀ,୨୩।୫: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ଅବଶିଷ୍ଟ ମ୍ୟାଚ ସଂଯୁକ୍ତ ଆରବ ଏମିରେଟ୍ସରେ ଖେଳାଯିବାର ସମ୍ଭାବନା ରହିଛି। ସେପ୍ଟେମ୍ବରରୁ ଅକ୍ଟୋବର ମଧ୍ୟରେ ଏହି ମ୍ୟାଚ ଖେଳାଯିବ।...

ବିଶ୍ୱକପ୍‌ରେ ପ୍ରଥମ ମ୍ୟାଚ୍‌ ଜିତିବା ପରେ ଟିମ୍‌ ଇଣ୍ଡିଆ

ଲଣ୍ଡନ,୭।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରକାକୁ ହରାଇ ଅଭିଯାନ ଆରମ୍ଭ କରିଛି। ଆଗକୁ ଆହୁରି ଶକ୍ତିଶାଳୀ ଦଳକୁ ଭେଟିବାକୁ...

ହାଉସ୍‌ ଅଫ୍‌ ଲର୍ଡସ ସଦସ୍ୟ ହେଲେ ବୋଥାମ୍‌

ଲଣ୍ଡନ, ୨ା୮ (ପି.ଟି.)-କିମ୍ବଦନ୍ତୀ ଇଂଲଣ୍ଡ ଅଲରାଉଣ୍ଡର ଇଆନ ବୋଥାମ ବ୍ରିଟିଶ ପାର୍ଲାମେଣ୍ଟର ହାଉସ୍‌ ଅଫ୍‌ ଲଡର୍‌ସ ସଦସ୍ୟ ହୋଇଛନ୍ତି। ୬୪ ବର୍ଷୀୟ ପୂର୍ବତନ କ୍ରିକେଟ ଅଧିନାୟକଙ୍କ...

ବାଲ୍ୟ ବାନ୍ଧବୀଙ୍କୁ ଜୀବନସାଥୀ କରିଥିଲେ ରାହୁଲ…

ନୂଆଦିଲ୍ଲୀ,୧୧।୧: ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡ୍‌ଙ୍କୁ ସୋମବାର ୪୭ ବର୍ଷ ପୂରଣ ହୋଇଛି। ସେ ୪୮ରେ ପାଦ ଥାପିଛନ୍ତି। ୧୯୭୩ ଜାନୁୟାରୀ ୧୧ରେ ସେ ଇନ୍ଦୋରଠାରେ...

ପରଦାରେ ‘ଦାଦା’ ହେବେ ଏହି ଅଭିନେତା

ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ଉପରେ ଏକ ଫିଲ୍ମ ନିର୍ମାଣ ପାଇଁ ଯୋଜନା ହେଉଛି। ନିକଟରେ ଏହାର ସ୍କ୍ରିପ୍ଟ ମଧ୍ୟ ପ୍ରସ୍ତୁତ ସରିଛି।...

ସଚିନ, ସଙ୍ଗାକାରାଙ୍କୁ ପଛରେ ଛାଡ଼ିଲେ ସ୍ମିଥ

ଲାହୋର,୨୪।୩: ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ ବିଶ୍ୱର ଦ୍ରୁତତମ ବ୍ୟାଟର ଭାବେ ଟେଷ୍ଟ କ୍ରିକେଟରେ ୮ ହଜାର ରନ୍‌ ପୂରଣ କରିଛନ୍ତି। ପାକିସ୍ତାନ ବିପକ୍ଷ ୩ୟ ଟେଷ୍ଟ...

ଲିଟିଲ ମାଷ୍ଟରଙ୍କ ୭୪ ତମ ଜନ୍ମଦିନ…

ନୂଆଦିଲ୍ଲୀ,୧୦।୭ : ଟେଷ୍ଟ କ୍ରିକେଟର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଲିଟିଲ ମାଷ୍ଟର ସୁନୀଲ ଗାଭାସ୍କରଙ୍କ ନାମ ଅନ୍ୟତମ। ବିଶେଷ କଥା ୧୦ ଜୁଲାଇରେ ସୁନୀଲ ତାଙ୍କ ୭୪...

Advertisement
Archives

Model This Week