ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୭୧…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୩ ତମ ମ୍ୟାଚ୍‌ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଗୁଜରାଟ ଟାଇଟନ୍ସ(ଜିଟି) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ବ୍ରେବୋର୍ନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ପକ୍ଷରୁ ଅଧିନାୟକ ଫାଫ ଡୁ ପ୍ଲେସିସ ଟସ ଜିଣିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଜିଟିର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟିମ୍‌ ବୋଲିଂ ଆରମ୍ଭ କରିଥିଲେ। ନିର୍ଦ୍ଧାରିତ ୨୦ ଓଭରରେ ଆର୍‌ସିବି ୬ ଓ୍ବିକେଟ ହରାଇ ୧୭୦ ରନ୍‌ କରିଛି। ଫଳରେ ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୭୧ ରନ୍‌ ରହିଛି।

ଆର୍‌ସିବି ପକ୍ଷରୁ ବିରାଟ କୋହଲି ୫୩ ବଲ୍‌ରେ ୫୮ ରନ୍‌ କରିଥିବାବେଳେ ଅଧିନାୟକ ଫାଫ ଡୁ ପ୍ଲେସିସ୍‌ ଖାତା ଖୋଲି ପାରି ନ ଥିଲେ। ରଜତ ପଟିସାର ୩୨ ରନ୍‌ରେ ୫୨ ରନ୍‌ କରିଥିଲେ। ସେହିପରି ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ୧୮ ବଲ୍‌ରେ ୩୩ ରନ୍‌ ଏବଂ ଦିନେଶ କାର୍ତ୍ତିକ ୩ ବଲ୍‌ରେ ୨ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri