କେକେଆର୍‌ ପାଇଁ ବିଜୟ ଲକ୍ଷ୍ୟ ୧୩୨…

ମୁମ୍ବାଇ, ୨୬।୩ : ଆଇପିଏଲ୍‌ ସିଜିନ୍‌ ୧୫ର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ମୁମ୍ବାଇର ଓ୍ବାଙ୍ଖେଡ୍‌ ଷ୍ଟାଡିୟମ୍‌ରେ ମୁହାଁମୁହିଁ ହୋଇଛନ୍ତି। ଟସ୍‌ ଜିତି କେକେଆର୍‌ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ସିଏସ୍‌କେ ୫ ଓ୍ବିକେଟ ହରାଇ ୧୩୧ ରନ୍‌ କରିଛି। କେକେଆର୍‌ ପାଇଁ ବିଜୟ ଲକ୍ଷ୍ୟ ୧୩୨ ରନ୍‌ ରହିଛି।

ସିଏସ୍‌କେ ପକ୍ଷରୁ ମହେନ୍ଦ୍ର ସିଂ ଧୋନୀ ୩୮ ବଲ୍‌ ଖେଳି ଦଳ ପକ୍ଷରୁ ସର୍ବାଧିକ ୫୦ ରନ୍‌ କରିଛନ୍ତି। ସେ ୭ ଟି ଚୌକା ଏବଂ ଗୋଟିଏ ଛକା ମାଧ୍ୟମରେ ନିଜର ଅର୍ଦ୍ଧ ଶତକ ପୂରଣ କରିଥିବାବେଳେ ରବିନ୍ଦ୍ର ଜାଡ଼େଜା ୨୮ ବଲ୍‌ରେ ୨୬ ରନ୍‌ କରିଛନ୍ତି। ରବିନ୍ଦ୍ର ଗୋଟିଏ ଛକା ମାରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri