Posted inଖେଳ

କେକେଆର ପାଇଁ ବିଜୟ ଲକ୍ଷ୍ୟ ୨୦୫ ରନ…

ଅହମଦାବାଦ,୯।୪ : ଆଇପିଏଲ ସିରିଜ ୧୬ର ୧୩ ତମ ମ୍ୟାଚ ରବିବାର ଗୁଜରାଟ ଟାଇଟାନ୍ସ (ଜିଟି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ଜିଟି ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇ ଅଧିନାୟକ ରସିଦ ଖାନଙ୍କ ନେତୃତ୍ୱରେ ଦଳ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ କେକେଆର ଅଧିନାୟକ ନୀତୀଶ ରାଣାଙ୍କ ନେତୃତ୍ୱରେ ବୋଲିଂ ଆରମ୍ଭ କରିଛି।

ଜିଟି ଧାର୍ଯ୍ୟ ୨୦ ଓଭରରେ ୪ ଓ୍ବିକେଟ ହରାଇ ୨୦୪ ରନ କରିଛି। ଫଳରେ କେକେଆର ପାଇଁ ବିଜୟ ଲକ୍ଷ୍ୟ ୨୦୫ ରନ ରହିଛି।

ଜିଟି ପକ୍ଷରୁ ରିଦ୍ଧିମାନ ଶାହା ୧୭ ରନ କରିଥିବାବେଳେ ଶୁଭମାନ ଗିଲ ୩୯ ରନ, ସାଇ ସୁଧର୍ଶନ ୫୩ ରନ, ଅଭିନବ ମନୋହର ୧୪ ରନ, ବିଜୟ ଶଙ୍କର ରନ ୬୩, ଡେଭିଡ ମିଲର ୨ ରନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri