ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୪୫ …

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ପୁୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ ଫାଫ ଡୁ ପ୍ଲେସିସ ପ୍ରଥମେ ବୋଲିଂ କରିବାକୁ ଅଣ୍ଟା ଭିଡ଼ିଥିବାବେଳେ ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲେ।

ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ତାଙ୍କ ଦଳ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୪୪ ରନ୍‌ ସଂଗ୍ରହ କରିଛନ୍ତି। ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୪୫ ରନ୍‌ ରହିଛି।

ଆର୍‌ଆର୍‌ ପକ୍ଷରୁ ସଞ୍ଜୁ ସାମସନ୍‌ ୨୧ ବଲ୍‌ରେ ଅପରାଜିତ ୨୭ ରନ୍‌ କରିଥିଲେ। ସେହିପରି ରିୟାନ୍‌ ପରାଗ ୩୧ ବଲ୍‌ରେ ୫୬ ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ…

NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…

ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ  କରାଯାଇଛି ।…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର…

ଦହିବରା ଦେକାନରେ ବସିଥିବା ବେଳେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ୬ ଦୁର୍ବୃତ୍ତ, ବଞ୍ଚାଇବାକୁ ଯାଇ ହଣା ଖାଇଲେ ଦୋକାନୀ

ବାରଙ୍ଗ,୧୨।୫(ଲିଙ୍ଗରାଜ ରାଉତ): ପୁଣି ଅଶାନ୍ତ ହେଲା ବାରଙ୍ଗ। ଦିନ ଦ୍ବିପହରରେ ବାରଙ୍ଗରେ ବୁଲିଲା ଖଣ୍ଡା । ଖଣ୍ଡା ଚୋଟରେ ତିନି ଯୁବକ ଗୁରୁତର ଆହତ ହୋଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri