ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୫୨…

ମୁମ୍ବାଇ, ୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ ଫାଫ ଡୁ ପ୍ଲେସିସ ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ହେଇଥିଲେ।

ଏମ୍‌ଆଇର ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରି ଧାର୍ଯ୍ୟ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୫୧ ରନ୍‌ ସଂଗ୍ରହ କରିଛି। ଏହା ସହିତ ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୫୨ ରନ୍‌ ରହିଛି।

ଏମ୍‌ଆଇ ପକ୍ଷରୁ ଇଶାନ କିଷନ ୨୮ ବଲ୍‌ରେ ୨୬ ସଂଗ୍ରହ କରିଥିବାବେଳେ ରୋହିତ ଶର୍ମା ୧୫ ବଲ୍‌ରେ ୨୬ ରନ୍‌ କରିଛନ୍ତି। ସେହିପରି ସୂର୍ଯ୍ୟକୁମାର ଯାଦବ ୩୭ ବଲ୍‌ରେ ୬୯ ରନ୍‌ କରି ଅପରାଜିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri