ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୭୦…

ମୁମ୍ବାଇ, ୫।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି ଅଧିନାୟକ ଫାଫ ଡୁ ପ୍ଲେସିସ ପ୍ରଥମେ ବୋଲିଂ କରିବାକୁ ଅଣ୍ଟା ଭିଡ଼ିଥିବାବେଳେ ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲେ।

ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ତାଙ୍କ ଦଳ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ୩ ଓ୍ବିକେଟ ହରାଇ ୧୬୯ ରନ୍‌ ସଂଗ୍ରହ କରିଛନ୍ତି। ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୭୦ ରନ୍‌ ରହିଛି।

ଆର୍‌ଆର୍‌ ପକ୍ଷରୁ ଜୋସ୍‌ ବଟଲର ୪୭ ବଲ୍‌ରେ ଅପରାଜିତ ୭୦ ରନ୍‌ କରିଛନ୍ତି। ସେହିପରି ସିମରନ୍‌ ହେଟମେୟର ୩୧ ବଲ୍‌ରେ ୪୨ ରନ୍‌ ଏବଂ ଦେବଦତ୍ତ ପାଦିକ୍କଲ ୨୯ ବଲ୍‌ରେ ୩୭ ରନ୍‌ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?