ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୧୬୦…

ମୁମ୍ବାଇ, ୨୧।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୯ ତମ ମ୍ୟାଚରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ୍‌୍‌ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ ରୋହିତ ଶର୍ମା ଟସ ଜିଣିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଡିସିର ଅଧିନାୟକ ରିଶଭ ପନ୍ତଙ୍କ ନେତୃତ୍ୱରେ ଟିମ୍‌ ବ୍ୟାଟିଂ ଆରମ୍ଭ କରିଥିଲା।

ନିର୍ଦ୍ଧାରିତ ୨୦ ଓଭରରେ ଡିସି ୭ ଓ୍ବିକେଟ ହରାଇ ୧୫୯ରନ୍‌ କରିଛି। ଫଳରେ ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୧୬୦ ରନ୍‌ ରହିଛି।

ଡିସି ପକ୍ଷରୁ ପୃଥ୍ବୀରାଜ ଶ ୨୩ ବଲ୍‌ରେ ୨୪ ରନ୍‌ କରିଥିଲେ। ସେହିପରି ଡାଭିଡ୍‌ ଓ୍ବାର୍ନର ୬ ବଲ୍‌ରେ ୫ ରନ୍‌ , ରିଷଭ ପନ୍ତ ୩୩ ବଲ୍‌ରେ ୩୯ ରନ୍‌, ସରଫରାଜ ଖାନ୍‌ ୭ ବଲ୍‌ରେ ୧୦ ରନ୍‌, ରୋଭମାନ ପୋଓ୍ବଲ ୩୪ ବଲ୍‌ରେ ୪୩ ରନ୍‌ କରିଥିଲେ। ସେହିପରି ଅକ୍ଷର ପଟେଲ ୧୦ ବଲ୍‌ରେ ୧୯ ରନ୍‌, ଶାର୍ଦ୍ଦୁଳ ଠାକୁର ୫ ବଲ୍‌ରେ ୪ ରନ୍‌ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri