ଏସ୍‌ଆର୍‌ଏଚ୍‌ ପାଇଁ ବିଜୟ ଲକ୍ଷ୍ୟ ୧୫୫ …

ମୁମ୍ବାଇ, ୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ ତମ ସଂସ୍କରଣରେ ୧୭ତମ ମ୍ୟାଚ୍‌ରେ ଶନିବାର ଚେନ୍ନାଇ ସୁପର କିଙ୍ଗ୍‌ସ (ସିଏସ୍‌କେ) ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏସ୍‌ଆର୍‌ଏଚ୍‌ ଅଧିନାୟକ କେନ୍‌ ଓ୍ବିଲିୟମସନ୍‌ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ସିଏସ୍‌କେ ଅଧିନାୟକ ରବିନ୍ଦ୍ର ଜାଡ଼େଜା ନେତୃତ୍ୱରେ ତାଙ୍କ ଦଳ ବ୍ୟାଟିଂ କରିବାକୁ ପଡ଼ିଆ ଓହ୍ଲାଇ ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୫୪ ରନ୍‌ କରିଛି। ଏସ୍‌ଆର୍‌ଏଚ୍‌ ପାଇଁ ୧୫୫ ରନ୍‌ର ବିଜୟ ଲକ୍ଷ୍ୟ ରନ୍‌ ରହିଛି।

ସିଏସ୍‌କେ ପକ୍ଷରୁ ମୋଇନ୍‌ ଅଲି ୩୫ ବଲ୍‌ରେ ୪୮ ରନ୍‌ କରିଥିବାବେଳେ ଅମ୍ବାତି ରାୟଡୁ ୨୭ ବଲ୍‌ରେ ୨୭ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri