କଳାମନ୍ଦିରରେ ଶୀତବସ୍ତ୍ରର ସମ୍ଭାର

ଭୁବନେଶ୍ୱର,୧।୧୨: ପ୍ରତି ବର୍ଷ ଭଳି ଚଳିତ ବର୍ଷର ଶୀତଋତୁ ଅବସରରେ ଓଡ଼ିଶାର ସର୍ବପୁରାତନ ଏବଂ ବୃହତ୍‌ ଶୋ’ରୁମ୍‌ ‘କଳାମନ୍ଦିର’ର ବହୁ ପ୍ରତୀକ୍ଷିତ ଶୀତବସ୍ତ୍ରର ସମ୍ଭାର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏଠାରେ ସମସ୍ତ ବର୍ଗର ବ୍ୟକ୍ତିବିଶେଷଙ୍କ ପାଇଁ ଶୀତବସ୍ତ୍ର ଉପଲବ୍ଧ ରହିଛି।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରସ୍ଥିତ କଳାମନ୍ଦିର ଶୋ’ରୁମ୍‌ରେ ସମସ୍ତ ବର୍ଗର ବ୍ୟକ୍ତିବିଶେଷଙ୍କ ପାଇଁ ଶୀତବସ୍ତ୍ର ଉପଲବ୍ଧ ରହିଛି। ଏଠାରେ ପୁରୁଷ, ମହିଳା ଏବଂ ଛୋଟପିଲାଙ୍କ ପାଇଁ ସମସ୍ତ ପ୍ରକାର ଶୀତବସ୍ତ୍ର ଯଥା ସ୍ବେଟର, କାଡିଗନ୍‌, ଜ୍ୟାକେଟ୍‌, ପୁଲ୍‌ଓଭର, ଶାଲ ଓ ଷ୍ଟୋଲ ଭଳି ଅନେକ ପ୍ରକାର ଶୀତବସ୍ତ୍ର ସମ୍ଭାର ସାମିଲ ରହିଛି। ବିଶେଷକରି ଏହାର ମୂଲ୍ୟ ଏବଂ ଭେରାଇଟି ବ୍ରାଣ୍ଡ ପାଇଁ ସବୁବେଳେ ଗ୍ରାହକଙ୍କର ପସନ୍ଦଯୋଗ୍ୟ ହୋଇପାରିଛି।
ଏ ସମ୍ପର୍କରେ କଳାମନ୍ଦିର ପରିଚାଳନା ନିର୍ଦ୍ଦେଶକ ରାଜିନ୍ଦର ସିଂ କହିଛନ୍ତି, କଳାମନ୍ଦିରରେ ବିଭିନ୍ନ ପ୍ରକାର ଭେରାଇଟିର ଶୀତବସ୍ତ୍ର ରହିଛି, ଯାହା ଅନ୍ୟ କୌଣସି ଷ୍ଟୋରରେ ମିଳିବା କଷ୍ଟକର ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

Union Budget 2026: ଆଜି କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୧।୨(ପି.ଟି.): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହା ତାଙ୍କର କ୍ରମାଗତ ୯ମ ବଜେଟ…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସୁନା-ରୂପା ପରି ବଢିଚାଲିଛି ଏହି ଧାତୁର ଦାମ୍‌! ଏବେଠୁ କିଣି ନିଅନ୍ତୁ…

ନୂଆଦିଲ୍ଲୀ,୩୧।୧: ଯଦି ଆପଣଙ୍କର ଧ୍ୟାନ କେବଳ ସୁନା ଏବଂ ରୂପା ଉପରେ ରହିଛି, ତେବେ ବଜାରକୁ ପୁନଃପରୀକ୍ଷଣ କରିବାର ସମୟ ଆସିଛି। ବିଶ୍ୱ ସାମଗ୍ରୀ ବଜାରରେ ଏକ…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri