କଳାମନ୍ଦିରରେ ଶୀତବସ୍ତ୍ରର ସମ୍ଭାର

ଭୁବନେଶ୍ୱର,୧।୧୨: ପ୍ରତି ବର୍ଷ ଭଳି ଚଳିତ ବର୍ଷର ଶୀତଋତୁ ଅବସରରେ ଓଡ଼ିଶାର ସର୍ବପୁରାତନ ଏବଂ ବୃହତ୍‌ ଶୋ’ରୁମ୍‌ ‘କଳାମନ୍ଦିର’ର ବହୁ ପ୍ରତୀକ୍ଷିତ ଶୀତବସ୍ତ୍ରର ସମ୍ଭାର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏଠାରେ ସମସ୍ତ ବର୍ଗର ବ୍ୟକ୍ତିବିଶେଷଙ୍କ ପାଇଁ ଶୀତବସ୍ତ୍ର ଉପଲବ୍ଧ ରହିଛି।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରସ୍ଥିତ କଳାମନ୍ଦିର ଶୋ’ରୁମ୍‌ରେ ସମସ୍ତ ବର୍ଗର ବ୍ୟକ୍ତିବିଶେଷଙ୍କ ପାଇଁ ଶୀତବସ୍ତ୍ର ଉପଲବ୍ଧ ରହିଛି। ଏଠାରେ ପୁରୁଷ, ମହିଳା ଏବଂ ଛୋଟପିଲାଙ୍କ ପାଇଁ ସମସ୍ତ ପ୍ରକାର ଶୀତବସ୍ତ୍ର ଯଥା ସ୍ବେଟର, କାଡିଗନ୍‌, ଜ୍ୟାକେଟ୍‌, ପୁଲ୍‌ଓଭର, ଶାଲ ଓ ଷ୍ଟୋଲ ଭଳି ଅନେକ ପ୍ରକାର ଶୀତବସ୍ତ୍ର ସମ୍ଭାର ସାମିଲ ରହିଛି। ବିଶେଷକରି ଏହାର ମୂଲ୍ୟ ଏବଂ ଭେରାଇଟି ବ୍ରାଣ୍ଡ ପାଇଁ ସବୁବେଳେ ଗ୍ରାହକଙ୍କର ପସନ୍ଦଯୋଗ୍ୟ ହୋଇପାରିଛି।
ଏ ସମ୍ପର୍କରେ କଳାମନ୍ଦିର ପରିଚାଳନା ନିର୍ଦ୍ଦେଶକ ରାଜିନ୍ଦର ସିଂ କହିଛନ୍ତି, କଳାମନ୍ଦିରରେ ବିଭିନ୍ନ ପ୍ରକାର ଭେରାଇଟିର ଶୀତବସ୍ତ୍ର ରହିଛି, ଯାହା ଅନ୍ୟ କୌଣସି ଷ୍ଟୋରରେ ମିଳିବା କଷ୍ଟକର ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?