ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ ପକ୍ଷରୁ ଅସହାୟ ଗରିବ ମହିଳା ପୁରୁଷ ମାନଙ୍କୁ ଶୀତବସ୍ତ୍ର ବଣ୍ଟନ ହୋଇଛି। ଚଳିତ ଶୀତ ପ୍ରବାହ କୁ ଦୃଷ୍ଟିରେ ରଖି ଆମ୍ବପଳାଶ ପଞ୍ଚାୟତର ଆଦିବାସୀ ଅଧ୍ୟ୍ୟୁଷିତ ଜାମ୍ବୁନାଳି ଗ୍ରାମ ଓ କଳଦା ପଞ୍ଚାୟତ ସିଂହଡା ଗ୍ରାମର ଅନୁସୂଚିତ ସାହିରେ ଟ୍ରଷ୍ଟର ସଦସ୍ୟ ସତ୍ୟନାରାୟଣ ସାମଲ, ଖଗେଶ୍ବର ଭୂତିଆ,ପପୁ ସାହୁ,ପୂଜାରାଣୀ ଭୁକ୍ତାଙ୍କ ସମେତ ଅମରେନ୍ଦ୍ର ଦାସ, ଶାନ୍ତନୁ ଭୁକ୍ତା ପ୍ରମୁଖ ଉପସ୍ଥିତ ରହି ଶୀତବସ୍ତ୍ର ବଣ୍ଟନ କରିଛନ୍ତି। ଏହିପରି ସାମାଜିକ କାର୍ଯ୍ୟ ଜାରି ରହିବ ବୋଲି ଟ୍ରଷ୍ଟ ପକ୍ଷରୁ କୁହାଯାଇଛି। ଏହାକୁ ବୁଦ୍ଧିଜୀବୀମାନେ ବେଶ ପ୍ରଶଂସା କରିଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri