ଶୀତରେ କେଶର ଯତ୍ନ…

ଶୀତଦିନେ ତ୍ୱଚାର ଯତ୍ନ ସହିତ କେଶର ମଧ୍ୟ ସଠିକ୍‌ ଦେଖାଚାହାଁ କରିବା ନିହାତି ଜରୁରୀ। କାରଣ ଶୀତଦିନେ ଅନେକଙ୍କର କେଶ ରୁକ୍ଷ ହେବା ସହ କାହାର କାହାର ରୁପି ସମସ୍ୟା ମଧ୍ୟ ଦେଖାଯାଇଥାଏ। ତେଣୁ ଶୀତଦିନେ ସହଜ ଉପାୟରେ କେଶର କିପରି ସଠିକ୍‌ ଯତ୍ନ ନେଇ ତାହାକୁ ଆକର୍ଷଣୀୟ କରିହେବ

ଜାଣନ୍ତୁ ସେ ସମ୍ପର୍କରେ…
* ଶୀତଦିନେ ଅତି କମ୍‌ରେ ୨/୩ ଥର କେଶକୁ ଭଲ ଭାବେ ସଫା କରିବା ଆବଶ୍ୟକ।
* କେଶ ସଫା କଲାବେଳେ ଉଷୁମ ପାଣିର ବ୍ୟବହାର କଲେ ଭଲ।
* ଏହି ଦିନେ କେଶରେ କଣ୍ଡିସନର୍‌ ଲଗାଇବା ବି ଜରୁରୀ। କାରଣ ଏହା ସହଜରେ କେଶକୁ ରୁକ୍ଷ ହେବାକୁ ଦିଏନାହିଁ।
* କଣ୍ଡିସନର୍‌ ଲଗାଇବା ପରେ ଉଭୟ ସ୍କାଲ୍ପ ଓ କେଶରେ ଭଲ ବ୍ରାଣ୍ଡର ସିରମ୍‌ ଲଗାଇବା ମଧ୍ୟ ଆବଶ୍ୟକ। କାରଣ ଏହା କେଶକୁ ମୂଳରୁ ମଜଭୁତ୍‌ କରିବା ସହ ସେଥିରେ ଚମକ୍‌ ଆଣିଥାଏ।
* ଶୀତଦିନେ ହେୟାର୍‌ ଡ୍ରାୟର୍‌ର ବ୍ୟବହାର କେଶ ପାଇଁ ଆଦୌ ଠିକ୍‌ ନୁହେଁ। କାରଣ ଏହା ଯୋଗୁ କେଶ ଦୁର୍ବଳ ହୋଇ ଝଡିଥାଏ। ତେଣୁ ଡ୍ରାୟର୍‌ ପରିବର୍ତ୍ତେ ଶୀତଦିନେ ସୂତା କପଡ଼ାରେ ହାଲ୍‌କା ଭାବେ ଓଦା କେଶକୁ ପୋଛି ଶୁଖାଇବା ସର୍ବୋତ୍ତମ।
* ଶୀତଦିନେ ସପ୍ତାହକୁ ଥରେ ହେଉନା କାହିଁକି କେଶରେ ନଖ ଉଷୁମ ନଡ଼ିଆ ତେଲକୁ କିଛି ସମୟ ମାଲିସ୍‌ କରି ପରେ ଧୋଇଦେଲେ ବି କେଶର ରୁକ୍ଷପଣ ଅନେକାଂଶରେ କମିଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ବକ୍ରୀରୁ ମାର୍ଗୀ ହେବେ ଶନି: ଏହି ୪ ରାଶିଙ୍କୁ ଛପରଫାଡ଼ି ଧନ ଦେବେ ଶନି! ଚାକିରିରେ ପ୍ରମୋଶନ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଦେବ ବର୍ତ୍ତମାନ ବକ୍ରୀ ଅବସ୍ଥାରେ ଗତି କରୁଛନ୍ତି। ୨୭ ଜୁଲାଇ ୨୦୨୬ରୁ ଶନି ବକ୍ରୀ ଚଳନରେ ଥିବା ବେଳେ ୧୧ ଡିସେମ୍ବରରେ…

ରୁହନ୍ତୁ ସତର୍କ! ନୂଆ ମାସ ଆରମ୍ଭରୁ ୩ ରାଶିଙ୍କ ପଛା ଛାଡିବନି ସମସ୍ୟା, ଶୁକ୍ର-ଶନିଙ୍କ ଷଡ଼ାଷ୍ଟକ ଯୋଗ ପଡିବ ଭାରି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଦୁଇ ଗ୍ରହଙ୍କ ମଧ୍ୟରେ ଗଠିତ ହେଉଥିବା ଏକ ବିଶେଷ ଯୋଗର ପ୍ରଭାବ କିଛି ରାଶିଙ୍କ ଜୀବନରେ ନକାରାତ୍ମକ ଭାବେ ପଡ଼ିପାରେ। ଏହି ସମୟରେ…

୧ ସେପ୍ଟେମ୍ବରରୁ କେଉଁ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌, କାହା ଉପରେ ପଡିବ ସଙ୍କଟ: ଦେଖିନିଅନ୍ତୁ ୧୨ ରାଶିର…

ସେପ୍ଟେମ୍ବର ମାସର ପ୍ରଥମ ଦିନ ଅର୍ଥାତ୍‌ ୧ ସେପ୍ଟେମ୍ବର ୨୦୨୬ ଅନେକ ରାଶିଙ୍କ ପାଇଁ ନୂଆ ଆଶା, ସଫଳତା ଓ ଖୁସି ନେଇ ଆସିପାରେ। ଗ୍ରହ-ନକ୍ଷତ୍ରଙ୍କ ଚଳନର…

ଗୁରୁ-ଶନିଙ୍କ ନବପଞ୍ଚମ ଯୋଗ: ପହିଲାରୁ ଖୋଲିଲା ୫ ରାଶିଙ୍କ ଭାଗ୍ୟ, ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗୁରୁ ଓ ଶନି ଗ୍ରହଙ୍କ ମଧ୍ୟରେ ଏକ ଶୁଭ ଯୋଗ ସୃଷ୍ଟି ହୋଇଛି। ଗୁରୁ ଓ ଶନି ୧୨୦ ଡିଗ୍ରୀରେ ଅବସ୍ଥିତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri