ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଏଥିଯୋଗୁ ସାଧାରଣ ଜୀବନଯାତ୍ରା ମଧ୍ୟ ପ୍ରଭାବିତ ହେଉଛି। ସକାଳୁ ୧୦ଟା ପର୍ଯ୍ୟନ୍ତ କୁହୁଡ଼ି ଲାଗି ରହୁଛି। ଏତେ ଶୀତରେ ମଧ୍ୟ ସକାଳୁ ସତେଜ ପନିପରିବା ଧରି ବିକ୍ରି ପାଇଁ ବଜାରକୁ ଆସୁଛନ୍ତି ଚାଷୀ। ଶାଗ, ଫୁଲକୋବି, ବନ୍ଧାକୋବି, ବିନ୍‌ସଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର ସ୍ଥାନୀୟ ଉତ୍ପାଦିତ ପନିପରିବା ବିକ୍ରି କରୁଛନ୍ତି। ଏଥିପାଇଁ ଗ୍ରାହକଙ୍କର ସ୍ବତନ୍ତ୍ର ଚାହିଦା ରହିଥିବା ବେଳେ ଭିଡ଼ ମଧ୍ୟ ଜମୁଛି । ଚାଷୀମାନେ ମଧ୍ୟ ସିଧାସଳଖ ଗ୍ରାହକଙ୍କୁ ବିକ୍ରି କରିଥାନ୍ତି। ବର୍ଷ ତମାମ ଆମେ ବିଭିନ୍ନ ପ୍ରକାର ପନିପରିବା ଚାଷ କରି ଥାଉ। ଏହା ଆମର ନିତିଦିନିଆ କାମ। ସକାଳୁ ୨/୪ ଘଣ୍ଟାରେ ବିକ୍ରି କରି ଗାଁକୁ ଫେରିଯାଉ। ଖରା, ବର୍ଷା, ଶୀତ ସବୁ ଋତୁରେ ଆମେ ଏମିତି ଆସୁ ବୋଲି କୁହନ୍ତି ସଲାଙ୍ଗିଆ ଅଞ୍ଚଳର ରମା ନାୟକ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri