ପୁଣି ଫେରିଲା ଶୀତ

ଭୁବନେଶ୍ବର,୧୦।୨: କିଛି ଦିନର ବ୍ୟବଧାନ ପରେ ରାଜ୍ୟକୁ ପୁଣି ଫେରିଛି ଶୀତ। ଶୀତ ଲହରୀ ଅନୁଭୂତ ହେବା ସହ ପାରଦ ତଳମୁହାଁ ହୋଇଛି। ସମଗ୍ର ରାଜ୍ୟରେ ରାତିର ତାପମାତ୍ରା ସର୍ବନିମ୍ନ ହ୍ରାସ ପାଇଥିବା ବେଳେ ସୁନ୍ଦରଗଡ କିରେଇରେ ସର୍ବନିମ୍ନ ୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଝାରସୁଗୁଡ଼ା ୯.୧, ସୁନ୍ଦରଗଡ଼ରେ ୯.୨ ଏବଂ ରାଉରକେଲାରେ ୯.୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛିି। ଉପକୂଳ ଓଡିଶାରେ ମଧ୍ୟ ତାପମାତ୍ରା ଖସିଛି। ତେବେ ଆସନ୍ତା ୨୪ ଘଣ୍ଟା ଯାଏ ରାତିରେ ତାପମାତ୍ରାରେ ସେମିତି କିଛି ପରିବର୍ତ୍ତନ ହେବା ଆଶଙ୍କା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri