ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫ ଡିଗ୍ରୀ ରହିଛି। ଫଳରେ ରାଜ୍ୟରେ ସବୁଠାରୁ କମ୍‌ ତାପମାତ୍ରା ବୋଲି କୁହାଯାଇଛି। ପ୍ରବଳ ଜାଡ଼ ଯୋଗୁ ଦାରିଙ୍ଗବାଡ଼ି ଅଞ୍ଚଳର ଲୋକମାନେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। ରବିବାର ଛୁଟିଦିନ ରହିଥିବାରୁ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ବିଶେଷ କରି ଡ଼ୁଲୁରୀ ପାଇନ ବଣ ସମେତ କଫି ବଗିଚା, ହିଲଭିୟୁ ପାର୍କ, କିସୁବାଡ଼ି ଜଳପ୍ରପାତ, ମିଡିୟବୁାନ୍ଦା ଜଳପ୍ରପାତ, ଲଭର୍ସ ପଏଣ୍ଟ ଆଦିରେ ପ୍ରବଳ ଭିଡ଼ ଜମାଇଛନ୍ତି। ଦିନକୁ ଦିନ ଶୀତ ବୃଦ୍ଧି ଯୋଗୁ ଶ୍ରମିକ ଓ ଗରିବ ରେଖା ତଳେ ରହିଥିବା ଲୋକଙ୍କ ମଧ୍ୟରେ ବହୁ କଷ୍ଟ ଦେଖିବାକୁ ମିଳିଛି। ଶୀତ ଯୋଗୁ କାମଧନ୍ଦାରେ ଯିବା ମୁସ୍କିଲ ହୋଇପଡୁଛି। ଏବେ ଦାରିଙ୍ଗବାଡ଼ିରେ ଦିନ ଓ ରାତିରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଏପରିକି ପାଣିରେ ହାତ ଦେବା ମଧ୍ୟ କଷ୍ଟକର ହୋଇପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri