ପୁଣି ଲେଉଟିଲା ଶୀତ, ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ

ଜି.ଉଦୟଗିରି,୫ା୧(ଶିଶିର ପଟ୍ଟନାୟକ): କିଛିଦିନ ବ୍ୟବଧାନ ପରେ ପୁଣି ଜି.ଉଦୟଗିରିକୁ ଲେଉଟିଛି ଶୀତ। ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍‌ ରହିଛି ବୋଲି ଜି.ଉଦୟଗିରି କୃଷି ଗବେଷଣା କେନ୍ଦ୍ରରେ ଥିବା ପାଣିପାଗ ବିଭାଗ ଅଧିକାରଙ୍କ ଠାରୁ ଜାଣିବାକୁ ମିଳିଛି। ଗୁରୁବାର ୯.୪ ଡିଗ୍ରୀ ସେଲସିୟସ୍‌ ରହିଥିଲା। ପୁଣି ଥରେ ଶୀତ ଫେରିବା ଓ ଘନ କୁହୁଡ଼ି ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହେଉଛି। ସକାଳ ୧୦ଟା ପର୍ଯ୍ୟନ୍ତ ଘରୁ ବାହାରିବା କଷ୍ଟ ହୋଇପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଇଜିଂରେ ପୁରସ୍କାର ଅପେକ୍ଷା ଜ୍ଞାନ ଆହରଣ ସହ ନିଜକୁ ଚିହ୍ନିବା ଅଧିକ ଗୁରୁତ୍ୱପୂର୍ଣ୍ଣ: ତଥାଗତ ଶତପଥୀ

ଭୁବନେଶ୍ୱର, ୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ‘ମେଟଲ ମିଟ’ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ…

ଗାଁରେ ଚାଞ୍ଚଲ୍ୟ: ଶୌଚ ପାଇଁ ଯାଇଥିବା ଯୁବକଙ୍କୁ ଜବରଦସ୍ତି ପିଆଇଲେ ପେଟ୍ରୋଲ, ଦେହରେ ଲଗାଇଦେଲେ ନିଆଁ

ବଣାଇ, ୮।୮(ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ ଜିଲା ଲହୁଣୀପଡ଼ା ଥାନାର ଗଣିଘଷା ଗ୍ରାମରେ ଶନିବାର ସକାଳୁ କାହ୍ନୁଚରଣ ମାହାନ୍ତ ଶୌଚ ହେବାକୁ ନିକଟସ୍ଥ ନାଳକୁ ଯାଉଥିବା ବେଳେ…

ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ

ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ…

ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…

ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି…

Mettle Meet 2026: Live Updates: ଆରମ୍ଭ ହେଲା କୁଇଜ ମହାକୁମ୍ଭ

ଭୁବନେଶ୍ୱର, ୮।୮: ୨୦୨୬ ‘ମେଟଲ ମିଟ୍‌’ ପ୍ରିଲିମ୍ସ ଆଜିଠାରୁ ଆରମ୍ଭ ହୋଇଯାଇଛି। ଓଡ଼ିଶା ପୋଷ୍ଟ ‘ମେଟଲ ମିଟ୍‌’ର ଜୁନିୟର ବର୍ଗ ଏକତ୍ରିତ ହେଉଥିବାବେଳେ ପ୍ରଥମ ଲଢ଼େଇ ନିକଟବର୍ତ୍ତୀ…

Mettle Meet 2026: ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮: ‘ମେଟଲ ମିଟ’ର ଦଶମ ସଂସ୍କରଣ ଶନିବାର ଆରମ୍ଭ ହୋଇଯାଇଛି। ସକାଳ ୮.୩୦ରୁ ଏହି କୁଇଜ ମହାକୁମ୍ଭ ପାଇଁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ସ୍ବସ୍ତି…

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri