୨୦ରୁ ଶୀତ ଅଧିବେଶନ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଚଳିତମାସ ୨୦ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେବ। ଏହା ୨୦ରୁ ଆରମ୍ଭ ହୋଇ ୩୧ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ବଜେଟ୍‌ ଅଧିବେଶନ କାଣ୍ଟ୍‌ଛାଣ୍ଟ ହୋଇଥିଲା। ଏପରିକି ଅନେକ ବିଭାଗର ଖର୍ଚ୍ଚ ଦାବି ମଧ୍ୟ ଆଲୋଚନା ହୋଇପାରି ନ ଥିଲା। ରାଜ୍ୟରେ କରୋନା ସଂକ୍ରମଣ ସେତେବେଳେ ବୃଦ୍ଧି ପାଇଥିବାରୁ ମୌସୁମୀ ଅଧିବେଶନ ମଧ୍ୟ ଅଳ୍ପ ସମୟ ଚାଲିଥିଲା। ଯଦିଓ କରୋନା କମିଛି ତଥାପି ସମ୍ପୂର୍ଣ୍ଣ ମୂଳପୋଚ୍ଛ ହୋଇନାହିଁ। ତେଣୁ ବ୍ୟାପକ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ବିଧାୟକ, ବିଧାନସଭା କର୍ମଚାରୀ, ପୋଲିସ ଏବଂ ଖବରଦାତାମାନଙ୍କର କୋଭିଡ୍‌ ଟେଷ୍ଟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବଳାତ୍କାର ମାମଲା: ଜଣାପଡିଲା ସାଂଘାତିକ ସତ, ହୁକା ବାର୍‌ ମାଲିକ ବି କରିଥିଲେ…

କଟକ,୮।୧୧: କଟକ ବଳାତ୍କାର ମାମଲାରେ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ଛାତ୍ରୀଙ୍କୁ ହୁକା ବାର୍‌କୁ ଆଣି କରାଯାଇଥିଲା ବଳାତ୍କାର। ହୁକା ବାରରେ ବୟଫ୍ରେଣ୍ଡ ସହ ଜନ୍ମଦିନ...

କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ଅଭିଯୁକ୍ତ ୬ ସାଙ୍ଗ କୋର୍ଟଚାଲାଣ

କଟକ,୮।୧୧(କାର୍ତ୍ତିକ ସାହୁ): କଟକ ସହରରେ ଜଣେ ଦଳିତ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଦୁର୍ଗାପୂଜା ସମୟରେ ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଥିବାବେଳେ ୩ ଦିନ...

ଯାଜପୁରରେ ଏକାଠି ଦେଖାଗଲେ ବର୍ଷା-ଅନୁଭବ, ରାଜନୀତିରେ ହଲଚଲ!

ଭୁବନେଶ୍ୱର,୮।୧୧:ଯାଜପୁର କାଳୀପୂଜାରେ ଏକାଠି ହୋଇଛନ୍ତି ବର୍ଷା-ଅନୁଭବ । ବିବାହ ବିଚ୍ଛେଦ ପରେ ଦୁହିଁଙ୍କୁ ଏକାଠି ଦେଖିବାକୁ ମିଳିଛି । ହେଲେ କେହି କାହା ବିଷୟରେ ମୁହଁ...

ପଞ୍ଚକ, ବଡଓଷା ସମୟରେ ଟ୍ରାଫିକ କଟକଣା, ଯାଇପାରିବେନି ଏହି ବ୍ରିଜରେ

କଟକ, ୮।୧୧: ଆସନ୍ତ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଗୁରୁଡିଝାଟିଆ ଥାନା ଅଧୀନସ୍ଥ ଧବଳେଶ୍ୱର ଶୈବ ପୀଠରେ ପଞ୍ଚକ ଓ ବଡଓଷା ପାଳନ କରାଯିବ।...

ପୋଷ୍ଟ ଅଫିସରେ ଲମ୍ବାଧାଡ଼ି: ୩ ଦିନ ହେଲାଣି …

ଭୁବନେଶ୍ୱର,୧୧।୮: ରାଜ୍ୟର ସବୁ ମୁଖ୍ୟ ପୋଷ୍ଟ ଅଫିସରେ ଲିଙ୍କ ଫେଲ୍‌। ଏ ନେଇ ବିଭିନ୍ନ ସମସ୍ୟା ମଧ୍ୟ ଦେଖାଯାଉଛି। ୩ ଦିନ ହେଲାଣି ଲିଙ୍କ ଫେଲ...

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୨ ପର୍ଯ୍ୟନ୍ତ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri