୨୦ରୁ ଶୀତ ଅଧିବେଶନ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଚଳିତମାସ ୨୦ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେବ। ଏହା ୨୦ରୁ ଆରମ୍ଭ ହୋଇ ୩୧ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ବଜେଟ୍‌ ଅଧିବେଶନ କାଣ୍ଟ୍‌ଛାଣ୍ଟ ହୋଇଥିଲା। ଏପରିକି ଅନେକ ବିଭାଗର ଖର୍ଚ୍ଚ ଦାବି ମଧ୍ୟ ଆଲୋଚନା ହୋଇପାରି ନ ଥିଲା। ରାଜ୍ୟରେ କରୋନା ସଂକ୍ରମଣ ସେତେବେଳେ ବୃଦ୍ଧି ପାଇଥିବାରୁ ମୌସୁମୀ ଅଧିବେଶନ ମଧ୍ୟ ଅଳ୍ପ ସମୟ ଚାଲିଥିଲା। ଯଦିଓ କରୋନା କମିଛି ତଥାପି ସମ୍ପୂର୍ଣ୍ଣ ମୂଳପୋଚ୍ଛ ହୋଇନାହିଁ। ତେଣୁ ବ୍ୟାପକ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ବିଧାୟକ, ବିଧାନସଭା କର୍ମଚାରୀ, ପୋଲିସ ଏବଂ ଖବରଦାତାମାନଙ୍କର କୋଭିଡ୍‌ ଟେଷ୍ଟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri