Advertisement
Posted inଜାତୀୟ

ଡିସେମ୍ବର ପ୍ରଥମ ସପ୍ତାହରୁ ଶୀତ ଅଧିବେଶନ

ନୂଆଦିଲ୍ଲୀ,୧୨ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇ ସେହି ମାସ ସୁଦ୍ଧା ଶେଷ ହୋଇପାରେ। ଅଧିବେଶନ ପୁରୁଣା ପାର୍ଲାମେଣ୍ଟ ଭବନରେ ଅନୁଷ୍ଠିତ ହେବ ବୋଲି ଏକ ସୂତ୍ରରୁ କୁହାଯାଇଛି। ତେବେ ଅଧିବେଶନ ତାରିଖ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ସଂସଦୀୟ ବ୍ୟାପାର କ୍ୟାବିନେଟ କମିଟି ନେବ। ଶୀତ ଅଧିବେଶନ ସାଧାରଣତଃ ନଭେମ୍ବର ତୃତୀୟ ସପ୍ତାହରୁ ଆରମ୍ଭ ହୋଇ ପ୍ରାୟ ୨୦ ଦିନ ଚାଲିଥାଏ। ୨୦୧୭ ଓ ୨୦୧୮ରେ ଅଧିବେଶନ ଡିସେମ୍ବରରେ ହୋଇଥିଲା। ଏଥର ମଧ୍ୟ ଡିସେମ୍ବର ପ୍ରଥମ ସପ୍ତାହରୁ ଅଧିବେଶନ ଆରମ୍ଭ ହେବ ବୋଲି କୁହାଯାଉଛି। ଅଧିବେଶନ ପୂର୍ବରୁ ନୂଆ ପାର୍ଲାମେଣ୍ଟ ବିଲ୍ଡିଂ କାର୍ଯ୍ୟ ଶେଷ ହେବା ନେଇ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। କେତେକ କାର୍ଯ୍ୟ ବାକି ଥିବାରୁ ଧାର୍ଯ୍ୟ ସମୟ ମଧ୍ୟରେ ଏହା ଶେଷ ହୋଇ ନ ପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭାରତରେ ଜଳ ପ୍ରଳୟ: କର୍ନାଟକ-ମହାରାଷ୍ଟ୍ରରେ ସ୍ଥିତି ଗମ୍ଭୀର

ନୂଆଦିଲ୍ଲୀ, ୮।୮: ଅଧା ଭାରତରେ ଏବେ ଜଳ ପ୍ରଳୟ ସ୍ଥିତି ସୃଷ୍ଟି ହୋଇଛି। ତେବେ କର୍ନାଟକ ଓ ମହାରାଷ୍ଟ୍ରରେ ସ୍ଥିିତି ଅଧିକ ଗମ୍ଭୀର ରହିଛି। କେତେକ...

ଆଇସିୟୁରେ ଭର୍ତ୍ତି ହେଲେ ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଖୟାମ୍‌

ମୁମ୍ବାଇ, ୧୬।୮: ବଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଖୟାମଙ୍କୁ ଆଇସିୟୁରେ ଭର୍ତ୍ତ କରାଯାଇଛି। ଫୁସ୍‌ଫୁସ୍‌ ସଂକ୍ରମଣରେ ପୀଡ଼ିତ ଖୟାମ୍‌ଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ...

ଭାରତରେ ପ୍ରସ୍ତୁତ କରୋନା ଟୀକା ଉପରେ ସବୁ ଦେଶଙ୍କ ଆଖି…

ନୂଆଦିଲ୍ଲୀ, ୪।୮: ଭାରତରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ପୁଣେସ୍ଥିତ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଔଷଧ କମ୍ପାନୀ ଆଷ୍ଟ୍ରାଜେନେକାର ମିଳିତ...

ଲଗାଣ ବର୍ଷାରେ ବେହାଲ୍‌ ମଧ୍ୟପ୍ରଦେଶ: ଘରେ ପଶିଲା ପାଣି, ସ୍କୁଲ କଲେଜ ବନ୍ଦ

ଭୋପାଳ,୯।୯: ଦୁଇ ଦିନର ଲଗାଣ ବର୍ଷାରେ ବେହାଲ ମଧ୍ୟପ୍ରଦେଶ। ସହରର ନାଳଗୁଡିକରେ ପାଣି ଉଛୁଳିପଡ଼ିଥିବା ବେଳେ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି।...

ଉଦ୍‌ବେଗ ଜଣାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୩: କୋଭିଡ୍‌-୧୯ରେ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ପ୍ରଦାନର ବ୍ୟବସ୍ଥା ହୋଇଥିବାବେଳେ ଏଥିପାଇଁ ଡାକ୍ତରମାନେ ଜାଲ୍‌ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କରୁଥିବା ଜଣାପଡ଼ିଛି। ଏହାକୁ ନେଇ...

ଅରୁଣାଚଳରେ ପୁଣି ଖଣ୍ଡୁ ସରକାର

ଇଟାନଗର, ୩୦ା୫(ପି.ଟି.): ଅରୁଣାଚଳ ପ୍ରଦେଶର ଦଶମ ମୁଖ୍ୟମନ୍ତ୍ରୀ ଭାବେ ବରିଷ୍ଠ ଭାଜପା ନେତା ପେମା ଖଣ୍ଡୁ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଦୋର୍ଜି ଖଣ୍ଡୁ କନ୍‌ଭେନଶନ...

ଦହି ହାଣ୍ଡି ଭଙ୍ଗା ଉତ୍ସବ, ୨୨୨ ଆହତ…

ମୁମ୍ବାଇ, ୨୦।୮ : ମହାରାଷ୍ଟ୍ରର ମୁମ୍ବାଇରେ ଜନ୍ମାଷ୍ଟମୀ ପାଳନ ଅବସରରେ ଅନୁଷ୍ଠିତ ହୋଇଥିବା ଦହି ହାଣ୍ଡି ଙଙ୍ଗା ଉତ୍ସବରେ ୨୨୨ ଜଣ ପ୍ରତିଯୋଗୀ ଆହତ ହୋଇଛନ୍ତି।...

କଂଗ୍ରେସ ଅଧ୍ୟକ୍ଷ ଦୌଡ: ଆଗରେ ଗେହଲଟ

ନୂଆଦିଲ୍ଲୀ,୨୦।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶୋକ ଗେହଲଟ ରାହୁଲ ଗାନ୍ଧୀଙ୍କ ସ୍ଥାନ ନେଇ ପାରନ୍ତି ବୋଲି ଆଲୋଚନା ହେଉଛି। ରାହୁଲଙ୍କ ପରେ...

Advertisement
Archives

Model This Week