ପୁଣି ଥରାଇଲା ଶୀତ: ରାଜ୍ୟରେ ସବୁଠାରୁ ଥଣ୍ଡା ସହର ପାଲଟିଲା ଦାରିଙ୍ଗବାଡି, ସର୍ବନିମ୍ନ ତାପମାତ୍ରା ରହିଛି…

ଦାରିଙ୍ଗବାଡି, ୪ ।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପୁଣି ଥରାଇଲା ଶୀତ। ତାପମାତ୍ରା ହ୍ରାସ ପାଇ ଗୁରୁବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ୯ ଡିଗ୍ରୀ ତାପମାତ୍ରା ରହିଛି। ଯାହାକି ରାଜ୍ୟରେ ସବୁଠାରୁ ଶୀତଳ ସହର ଭାବେ ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରହିଛି । ସେହିପରି ଘନ କୁହୁଡି ଆଚ୍ଛାଦିତ ହୋଇ ରହିଥିବାରୁ ଶୀତ ଦ୍ବିଗୁଣିତ ଅନୁଭୂତ ହେଉଥିବା କୁହାଯାଉଛି। ଖବର ଲେଖିବା ସୁଦ୍ଧା କୁହୁଡିର ପ୍ରଭାବ ରହିଛି। କୁହୁଡି ଯୋଗୁ ଗାଡି ଚଳାଚଳରେ ସମସ୍ୟା ଉପୁଜୁଛି । ଲୋକଙ୍କ କାମଧନ୍ଦା ଯିବା ମୁସ୍କିଲ ହୋଇଛି । ପର୍ଯ୍ୟଟକ ଶୀତର ମଜା ନେବାକୁ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ର ବୁଲୁଥିବା ଦେଖିବାକୁ ମିଳିଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri