୧୭ ଯାଏଁ ଶୀତ!: ୧୮ରୁ ବଢ଼ିବ

ଭୁବନେଶ୍ୱର,୧୩।୧: ରାଜ୍ୟରେ ୧୭ ତାରିଖ ଯାଏଁ ଜାରି ରହିବ ଶୀତ। ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମାଝଡ଼ ପ୍ରଭାବରେ ୧୮ରୁ ତାପମାତ୍ରା ବୃଦ୍ଧି ସହ ଶୀତରେ ଲାଗିବ ବ୍ରେକ ଲାଗିବ ବୋଲି ସେ କହିଛନ୍ତି।

ରାଜ୍ୟର ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହେବ। ଫଳରେ ଶୀତ ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। କେନ୍ଦ୍ରର ସୂଚନାନୁସାରେ, ଆଗାମୀ ୩ଦିନ ସାରା ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ବିଭିନ୍ନ ଜିଲାକୁ ସତର୍କ କରାଯାଇଛି। ମଙ୍ଗଳବାର ଓ ବୁଧବାର ଝାରସୁଗୁଡା, ଅନୁଗୋଳ ଏବଂ ବୌଦ୍ଧ ଜିଲାକୁ ଥଣ୍ଡା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଥିବାବେଳେ ଗୁରୁବାର ସୁନ୍ଦରଗଡ଼, ଝାରସୁଗୁଡା, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଜିଲାକୁ ଆଲର୍ଟ ଜାରି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲେ କିଛି କହିବା ପୂର୍ବରୁ ଖଣ୍ଡାରେ ହାଣି ଲୁଟିନେଲେ  

ପରଜଙ୍ଗ,୧।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗାଁରେ ସଶସ୍ତ୍ର ଡକାୟତ ହୋଇଛି। ବିଳମ୍ବିତ ରାତିରେ ଘରେ ପଶିଲେ କିଛି କହିବା ପୂର୍ବରୁ ଠେଙ୍ଗାରେ ପିଟି…

ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ…

ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ

ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି…

ମାର୍ଚ୍ଚରୁ ମେ’ ପ୍ରବଳ ଗରମ

ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି…

ରାଜ୍ୟ ସଭା: କମନ୍‌ ପ୍ରାର୍ଥୀ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୧।୩(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ବିଜେଡି ପକ୍ଷରୁ ଶନିବାର ରାଜ୍ୟ…

ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…

ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ…

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri