ଜି.ଉଦୟଗିରିରେ ଶୀତ ଲହର ଜାରି

ଜି.ଉଦୟଗିରି,୧୬ା୧୧(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ସହରରେ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲସିୟସ ରହିଥିବା କୃଷି ଗବେଷଣା କେନ୍ଦ୍ରର ଅଧିକାରୀ ସତ୍ୟ ନାରାୟଣ ମହାନ୍ତି କହିଛନ୍ତି। ଗତ ରବିବାର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ଓ ସୋମବାର ୯.୬ ଡିଗ୍ରୀ ସେଲସିୟସ ରହିଥିଲା। ସହରର ତାପମାତ୍ରା ଦିନକୁ ଦିନ କମୁଥିବାରୁ ଶୀତର ପ୍ରକୋପ ଜାରି ରହିଛି। ଏଥିସହ ଘନ କୁହୁଡି ମଧ୍ୟ ଜନଜୀବନକୁ ପ୍ରଭାବିତ କରୁଛି। କୁହୁଡି ଯୋଗୁ କଳିଙ୍ଗା ଘାଟିରେ ଗାଡି ଚଳାଚଳ ଅସୁବିଧା ହେଉଛି। ଅନ୍ୟପକ୍ଷରେ ଶୀତର ମଜା ନେବା ସହ ପ୍ରାକୃତିକ ପରିବେଶର ଉପଭୋଗ ପାଇଁ ପର୍ଯ୍ୟଟକମାନଙ୍କ ଗହଳି ଲାଗିବ। ଏଥିପାଇଁ ହୋଟେଲଗୁଡିକ ପ୍ରସ୍ତୁତ ହୋଇରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri