ପୁଣି ଫେରିବ ଶୀତ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଆଜିଠୁ ରାଜ୍ୟରେ ପାଣିପାଗ ବଦଳିଯିବ। ପୁଣି ଶୀତ ଲେଉଟିବ ବୋଲି ପାଣିପାଗ ବିଭାଗ ସୂଚନାରୁ ଜଣାପଡ଼ିଛି।

ଆଜି ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଘନ କୁହୁଡ଼ିରେ ଆଚ୍ଛାଦିତ ହେବ ରାଜ୍ୟ। ଗତ କିଛି ଦିନ ହେଲା ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ଆଜିଠୁ ପୁଣି ହ୍ରାସ ପାଇବ। ଫଳରେ ଶୀତ ବଢ଼ିବ। ଏନେଇ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ୧୭ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ନିଶା ମହାରଣାଙ୍କୁ ମିଳିଲା ଜାମିନ, ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ…

ବଲାଙ୍ଗୀର, ୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri