୨ ସପ୍ତାହ ଯାଏ ଶୀତରୁ ନାହିଁ ନିସ୍ତାର

ଭୁବନେଶ୍ୱର,୮ା୧: ରାଜ୍ୟରେ ଆଗାମୀ ଦୁଇ ସପ୍ତାହ ଯାଏ ଶୀତ ଜାରି ରହିବ। ଏନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଗୁରୁବାର ସୂଚନା ଦେଇଛନ୍ତି। ରାଜ୍ୟର ୨୪ଟି ସହରରେ ରାତିର ତାପମାତ୍ରା ୧୦ କିମ୍ୱା ତାଠୁ କମ୍‌ ରହିଥିବା ଜଣାପଡିଛି। ଜି. ଉଦୟଗିରିରେ ରାତିରେ ତାପମାତ୍ରା ୨.୫ ଡିଗ୍ରୀକୁ ଖସି ଆସିଥିବା ବେଳେ ଭୁବନେଶ୍ୱରରେ ତାପମାତ୍ରା ମଧ୍ୟ ୯.୪କୁ କମି ଆସିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଗତ ୯ରୁ ୧୦ ଦିନ ହେବ ଶୀତ ପ୍ରକୋପ ଲାଗି ରହିଛି । ଏଭଳି ଲଗାତାର ଶୀତ ପ୍ରକୋପ ବିଗତ ବର୍ଷମାନଙ୍କରେ କେବେ ଅନୁଭୂତ ହୋଇ ନ ଥିଲା। ବୁଧବାର ଜି.ଉଦୟଗିରିର ସର୍ୱନିମ୍ନ ତାପମାତ୍ରା ୪.୨ ଡିଗ୍ରୀ ସେଲସିୟସ, ରହିଥିବା ବେଳେ ଫୁଲବାଣୀ ୬, ଦାରିଙ୍ଗିବା ୬, ସେମିଳିଗୁଡା ୬.୧, କୋରାପୁଟ ୭, ରାଉରକେଲା ୮.୨, ଝାରସୁଗୁଡ଼ା ୮.୯, କିରେଇ ୯.୮, ବୌଦ୍ଧ ୯.୮, ଭବାନୀପାଟଣା ୯, ଅନୁଗୋଳ ୯.୬, ନବରଙ୍ଗପୁର ୧୦, କେନ୍ଦୁଝର ୧୦.୬, ବଲାଙ୍ଗୀର ୧୦.୮, ରାୟଗଡା ୧୧, ସୋନପୁର ୧୧, ଢେଙ୍କାନାଳ ୧୧.୩, ସୁନ୍ଦରଗଡ ୧୦.୬, ସମ୍ୱଲପୁର ୧୧.୮ ଓ ନୂଆପଡ଼ାରେ ୧୨ ଡିଗ୍ରୀ ଥିଲା । ଉପକୂଳ ଓ ଭୁବନେଶ୍ୱର ୧୩.୨ ଓ କଟକ ୧୩, ଜଗତସିଂହପୁର ୧୨.୬, କେନ୍ଦ୍ରାପଡ଼ା ୧୨.୬ ଡିଗ୍ରୀ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ-ଧାମରା ରେଳପଥ ଅବରୋଧ: ଦେଲେ ଏମିତି ଚେତାବନୀ, ଦାବି ପୂରଣ ନ ହେବା ଯାଏ…

ତିହିଡି଼,୨୭।୨(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡି଼ ବ୍ଲକ୍‌ ପୀରହାଟ ଥାନା ଅଧୀନ ସାହାପୁର ରାସ୍ତାର ଲେବଲ କ୍ରସିଂ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ରେଳପଥକୁ ଅବରୋଧ କରାଯାଇଛି…

ପିତାଙ୍କ ଅସମୟରେ ଦେହାନ୍ତ, ଘୁଞ୍ଚିଯିବକି ରିଙ୍କୁ-ପ୍ରିୟାଙ୍କ ବିବାହ? ଜାଣନ୍ତୁ କେବେ ହାତକୁ ଦି ହାତ ହୋଇଥାଆନ୍ତେ କ୍ରିକେଟର

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ତାଙ୍କ ଭାବି ପତ୍ନୀ ପ୍ରିୟା ସରୋଜଙ୍କ ପରିବାର ବର୍ତ୍ତମାନ ଏକ ଦୁଃଖଦ ଘଟଣା ପାଇଁ ଦୁଃଖରେ ଅଛନ୍ତି। ୨୭…

ମାଓବାଦୀଙ୍କୁ ଡିଜିପିଙ୍କ କଡ଼ା ଚେତାବନୀ, ହିଂସା ଛାଡ଼ି ଆତ୍ମସମର୍ପଣ କର, ନଚେତ୍‌…

ଭୁବନେଶ୍ୱର,୨୭ା୨: ମାଓବାଦୀଙ୍କୁ ପୋଲିସ ଡିଜି ଓ୍ବାଇ ବି ଖୁରାନିଆ କଡ଼ା ଚେତାବନୀ ଦେଇଛନ୍ତି। ଡିଜିପି କହିଛନ୍ତି, ହିଂସା ଛାଡ଼ି ଆତ୍ମସମର୍ପଣ କର, ନଚେତ୍‌ ପରିଣାମ ଭୋଗିବ। ଏସ୍‌ଓଜି…

ଆଫଗାନିସ୍ତାନର ଆକ୍ରମଣରେ ବିଚଳିତ ହେଲାଣି ପାକିସ୍ତାନ! ଭାରତ ଉପରେ ଆଣୁଛି ବଡ଼ ଅଭିଯୋଗ

ଇସଲାମାବାଦ,୨୭।୨: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା ଏବେ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ପରିଣତ ହୋଇଛି। ପାକିସ୍ତାନର ବିମାନ ଆକ୍ରମଣର ପ୍ରତିଶୋଧ ନେଇ ଆଫଗାନିସ୍ତାନ ଏହି ଆକ୍ରମଣ କରିଛି।…

ଭାରତ-ୱେଷ୍ଟଇଣ୍ଡିଜ ମ୍ୟାଚ ଯଦି ବର୍ଷା ଯୋଗୁ ହୁଏ ବାତିଲ: ସେମିଫାଇନାଲକୁ ଯିବ କିଏ, ଜାଣନ୍ତୁ ସମ୍ପୂର୍ଣ୍ଣ ନିୟମ

ନୂଆଦିଲ୍ଲୀ,୨୭।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ମ୍ୟାଚ ଏବେ କର ବା ମର ପ୍ରତିଯୋଗିତାରେ ପରିଣତ ହୋଇଛି। ୧…

‘ମୁଁ ଦାଢିଥିବା ଲୋକଙ୍କୁ ଭୟକରେ’, କାହିଁକି ଏମିତି କହିଲେ ପୂର୍ବତନ ଉପ ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୭।୨: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖର ବୁଧବାର (୨୫ ଫେବୃଆରୀ) ତାଙ୍କ ଗୃହରାଜ୍ୟ ରାଜସ୍ଥାନର ଚୁରୁ ଜିଲାରେ ପହଞ୍ଚିଥିଲେ। ସେ ପୂର୍ବତନ ଏମପି ରାମ ସିଂହ କାସୱା…

କାମ ନ କରି ମଜୁରୀ ହଡ଼ପ କରୁଛନ୍ତି ଶ୍ରମିକ: ଆସିଲା ସାଂଘାତିକ ଅଭିଯୋଗ

ଲୋଇସିଂହା,୨୬।୨(ସୁଶାନ୍ତ ବାରିକ): ଗାଁରେ ଶ୍ରମିକ ବର୍ଗର ଲୋକଙ୍କୁ କାମ ଯୋଗାଇବା ସହିତ ସେମାନଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ଏମ୍‌ଜିଏନ୍‌ଆରଇଜିଏସ୍‌ ଯୋଜନା କାର୍ଯ୍ୟକାରୀ…

ଲଜିଷ୍ଟିକ୍ସ୍‌ରେ ପୂର୍ବ ପରିବହନ ସଂସ୍ଥାର ଦବଙ୍ଗଗିରି ଅଭିଯୋଗ, ସ୍ଥାନୀୟ ଯୁବକଙ୍କୁ…

ଗଞ୍ଜାମ,୨୭।୨(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଅବସ୍ଥିତ ଗ୍ରାସୀମ ଇଣ୍ଡ୍ରଷ୍ଟ୍ରିର ପରିବହନ ବ୍ୟବସ୍ଥାକୁ ନେଇ ପୁନର୍ବାର ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି । ଦୀର୍ଘ ୬ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri