୨୪ରୁ ଶୀତ କମିବ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ଉତ୍ତର-ପୂର୍ବ ଦିଗରୁ ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରାଜ୍ୟରେ ଗତ କିଛିଦିନ ହେବ ପାରଦ ତଳମୁହାଁ ରହିଛି। ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ରହିଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯାଇଛି। ରାଜ୍ୟର ୮ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ତେବେ ଆସନ୍ତା ୨୪ ତାରିଖରୁ ରାଜ୍ୟରେ ଶୀତ କମିବ। ପଶ୍ଚିମାବାୟୁ ପ୍ରବାହ ଯୋଗୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ୪ ଦିନ ତାପମାତ୍ରା ଉପର ମୁହଁା ରହିବ। ପୁଣି ୨୮ ତାରିଖରୁ ଶୀତ ବଢ଼ିବା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁରେକେଲା ଥାନା ଅନ୍ତର୍ଗତ ପଣ୍ଡରେନ ଗାଁ ନିକଟ ରାସ୍ତାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଗୋଟିଏ ପରିବାରର ୪…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି।…

ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri