ରାଜ୍ୟରେ ପୁଣି ବଢ଼ିବ ଶୀତ: ହଠାତ୍‌ ପାଗରେ ହେବ ପରିବର୍ତ୍ତନ

ଭୁବନେଶ୍ୱର,୧୨ା୧(ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ପ୍ରବଳ ଶୀତରେ ହଠାତ୍‌ ପରିବର୍ତ୍ତନ ଆସିଛି। ଆକାଶରେ ବାଦଲ ଆଚ୍ଛାଦନ ବୃଦ୍ଧି ହେତୁ ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ଉପରମୁହଁା ହୋଇଛି। ରାଜ୍ୟର କିଛି ସ୍ଥାନରେ ଶନିବାର ରାତିରେ ଝିପି ଝିପି ବର୍ଷା ହୋଇଥିବାବେଳେ ରବିବାର ଅଧିକାଂଶ ସ୍ଥାନରେ ୩ରୁ ୭ଡିଗ୍ରୀ ଯାଏ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇଥିଲା। ସୋମବାରଠାରୁ ବାଦଲ ଆଚ୍ଛାଦନ ହଟିବା ପରେ ପୁଣି ପାରଦ ଖସିବା ସହିତ ଶୀତ ବଢିବ। ଆସନ୍ତା ୧୮ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତଥ୍ୟ ଅନୁଯାୟୀ, ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରୀ ରହିଥିବାବେଳେ ଫୁଲବାଣୀରେ ୭ ଡିଗ୍ରୀ, ରାଉରକେଲା ୮ ଡିଗ୍ରୀ, ଝାରସୁଗୁଡା ୮.୩ ଡିଗ୍ରୀ, ନବରଙ୍ଗପୁର ୮.୫ ଡିଗ୍ରୀ ଓ କିରେଇରେ ୯.୮ ଡିଗ୍ରୀ ରେକର୍ଡ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବେଷ୍ଟଇଣ୍ଡିଜ୍‌କୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ

କୋଲକାତା,୧।୩: ସଞ୍ଜୁ ସାମସନ ଏବଂ ତିଲକ ବର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ରବିବାର ଖେଳାଯାଇଥିବା ଚଳିତ ଟି୨୦ ବିଶ୍ୱକପ୍‌ର ଅନ୍ତିମ…

Iran Israel Conflict: ଟ୍ରମ୍ପଙ୍କ ବଡ଼ ଦାବି, ଗୋଟିଏ ଆକ୍ରମଣରେ ୪୮…

ନୂଆଦିଲ୍ଲୀ,୧।୩:  ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଆମେରିକା ଏବଂ ଇସ୍ରାଏଲୀ ସାମରିକ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଏକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ଦାବି କରିଛନ୍ତି । ସେ…

ଅଶ୍ଳୀଳ ଭିଡିଓ କରି ବ୍ଲାକମେଲ କରୁଥିଲେ ପୂର୍ବତନ ପ୍ରେମିକ, ଭେଟିବାକୁ ଡାକି ହତ୍ୟା କରି ମୁହଁରେ ଏସିଡ୍…

ଲକ୍ଷ୍ନୌ,୧।୩: ଉତ୍ତର ପ୍ରଦେଶର ବାଲିଆରୁ ପ୍ରେମ, ବ୍ଲାକମେଲିଂ ଏବଂ ହତ୍ୟାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କୁ ହତ୍ୟା କରିଛନ୍ତି…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର…

ଓଭରଟେକ୍ ହେଲା କାଳ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଚକାତେନ୍ତୁଳି ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଅପରାହ୍ନ ପ୍ରାୟ…

ବିଶ୍ୱ ଅର୍ଥବ୍ୟବସ୍ଥା ଉପରେ ଯୁଦ୍ଧର କଳାବାଦଲ, ଭାରତ ସହ ଏସବୁ ଏସୀୟ ଦେଶରେ ଗ୍ୟାସ, CNG, ପେଟ୍ରୋଲ-ଡିଜେଲ ଦର ହେବ ଆକାଶଛୁଆଁ!

ନୂଆଦିଲ୍ଲୀ/ତେହେରାନ,୧।୩: ମଧ୍ୟ ପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ବିବାଦ ଏବେ ବିଶ୍ୱ ଅର୍ଥବ୍ୟବସ୍ଥାକୁ ଏକ ବଡ଼ ସଙ୍କଟ ଆଡ଼କୁ ଠେଲି ଦେଇଛି। ରଏଟର୍ସର…

T୨୦ ବିଶ୍ୱକପ୍‌ ଫାଇନାଲ ଜିତିବା ଟିମ୍‌ ହେବ ମାଲାମାଲ, ମିଳିବ ଏତିକି କୋଟି

ନୂଆଦିଲ୍ଲୀ,୧।୩: କ୍ରିକେଟ ଜଗତର ନଜର ଆଜିର ଦିନ ଉପରେ ଅଟକିଛି। କାରଣ ରବିବାରରେ ଟି-୨୦ ବିଶ୍ୱକପ୍‌ ସୁପର-୮ ରାଉଣ୍ଡର ସବୁଠାରୁ ବଡ଼ ତଥା ଶେଷ ମୁକାବିଲା ଖେଳାଯିବ।…

ଯୁଦ୍ଧ ଭିତରେ ରାତି ୯ଟା ୩୦ରେ ବସିବ CCS ବୈଠକ, ମୋଦିଙ୍କ ଅଧ୍ୟକ୍ଷତାରେ ହେବ…

ନୂଆଦିଲ୍ଲୀ,୧ା୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଆଲର୍ଟରେ ମୋଦି ସରକାର। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ ଏବଂ ସାମରିକ କାର୍ଯ୍ୟକଳାପ ବିଶ୍ୱବ୍ୟାପୀ ଚିନ୍ତା ବଢ଼ାଇଛି । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri