୧୦ରୁ ବଢ଼ିବ ଶୀତ

ଭୁବନେଶ୍ୱର,୩।୧୨(ବ୍ୟୁରୋ):ଆସନ୍ତା ୧୦ ତାରିଖରୁ ରାଜ୍ୟରେ ଥଣ୍ଡା ବୃଦ୍ଧିପାଇବ। ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ କେନ୍ଦୁଝର ଜିଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ହେବାର ସମ୍ଭାବନା ରହିଛି। ରାଜ୍ୟରେ ହାଲୁକା ଶୀତ ଜାରି ରହିଛି। ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ସୋନପୁରରେ ତାପମାତ୍ରା ୮.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଫୁଲବାଣୀରେ ୮, ଦାରିଙ୍ଗବାଡ଼ି ୧୦.୬, ଅନୁଗୋଳ ୧୦, ବାରିପଦା ୧୨.୯, କେନ୍ଦୁଝର ୧୨.୨, ସୁନ୍ଦରଗଡ଼ ୧୩, ତାଳଚେର ୧୨.୩, ଭବାନୀପାଟଣା ୧୧.୫, ଏବଂ କୋରାପୁଟରେ ୧୨.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଲାଟଙ୍କୁ ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର-୨୦୨୧’ ଶୁକ୍ରବାର ଘୋଷଣା କରାଯାଇଛି। ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକ ଏହି...

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ ଶନିବାର ୨୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ...

ପକ୍କାଘର ଯୋଗାଇବା ନେଇ ମୁହାଁମୁହିଁ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୬.୭ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବାକୁ ପୋର୍ଟାଲ ଖୋଲିବା ନିମନ୍ତେ ରାଜ୍ୟ ସଭାରେ ବିଜେଡି ଏମ୍‌ପି ଯେଉଁ ଦାବି କରିଛନ୍ତି...

‘ଘରୋଇ ଶିକ୍ଷାନୁଷ୍ଠାନ ସରକାରଙ୍କୁ ମାନୁନାହାନ୍ତି’

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ଘରୋଇ ସ୍କୁଲ ଏବଂ କଲେଜଗୁଡ଼ିକ ରାଜ୍ୟ ସରକାରଙ୍କୁ ଭ୍ରୂକ୍ଷେପ କରୁନାହାନ୍ତି। କରୋନା ପରିସ୍ଥିତିରେ ଯେତେବେଳେ ଲୋକେ ରୋଜଗାର ହରାଇଛନ୍ତି ଏବଂ ବଞ୍ଚିବାକୁ ସଂଗ୍ରାମ...

ରସୁଲଗଡ଼ ଛକରେ ଯୁବକଙ୍କ ଦାଦାଗିରି: ବନ୍ଧୁକ ଦେଖାଇ ଡରାଇଲେ, କାବୁ କଲା ପୋଲିସ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରସୁଲଗଡ଼ ଛକରେ ଶନିବାର ଜଣେ ଯୁବକଙ୍କ ଦାଦାଗିରି ଦେଖିବାକୁ ମିଳିଛି। ଗାଡ଼ି ଓଭରଟେକ କରିବାକୁ ନେଇ ଦୁଇ ଚାଳକଙ୍କ ମଧ୍ୟରେ କିଛି...

ବ୍ୟକ୍ତିଗତ ସ୍ବାର୍ଥରେ ଲାଗୁଛି ବିଧାୟକ ପାଣ୍ଠି

ଯାଜପୁର ଅଫିସ,୬।୨: ବ୍ୟକ୍ତିଗତ ବ୍ୟବସାୟିକ ଅନୁଷ୍ଠାନକୁ ବିଧାୟକ ପାଣ୍ଠି(ଏମଏଲଏ ଲ୍ୟାଡ) ଖର୍ଚ୍ଚ ହେବା ଘଟଣାକୁ ନେଇ ଦଶରଥପୁର ବ୍ଲକ ବିରିପଟା ପଞ୍ଚାୟତବାସୀଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ...

୨୩ ଜିଲାରେ ଡେଙ୍ଗୁ

କଟକ ଅଫିସ, ୨୭ା୧୦: ରାଜ୍ୟର କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ ଜିଲାକୁ ବାଦ୍‌ ଦେଲେ ବାକି ୨୩ଟି ଜିଲାରୁ ଏସ୍‌ସିବି...

ଖୋଲିବ ଅନୁପ ସାଏଙ୍କ ପରକୀୟା ପାପର ପେଡ଼ି : ତଦନ୍ତ ପାଇଁ ଆସିବ ଛତିଶଗଡ଼ ପୋଲିସ

ଭୁବନେଶ୍ୱର, ୧୬ା୨ (ବ୍ୟୁରୋ): ଝାରସୁଗୁଡା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କ ପରକୀୟା ପାପର ପେଡ଼ି ଖୋଲିବାକୁ ଓଡ଼ିଶା ଆସିବ ଛତିଶଗଡ଼ ପୋଲିସ। ଛତିଶଗଡ଼ରେ...

Advertisement
Archives

Model This Week