ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ

ଭୁବନେଶ୍ୱର,୬ା୧୧: ଦୁଇଦିନ ହେବ ରାଜ୍ୟରେ କୋହଲା ପାଗ ଲାଗି ରହିଛି। ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।

 

ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇବ। ଏବେ ଦାରିଙ୍ଗବାଡ଼ିରେ ଶୀତ ଅନୁଭୂତ ହେଉଥିବା ବେଳେ ରାଜ୍ୟର ଅନ୍ୟ ସ୍ଥାନରେ ଏଣିକି ଶୀତ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri